ବୌଦ୍ଧ ଟାଉନହଲ ଠାରେ ନିଯୁକ୍ତି ମେଳା ଅନୁଷ୍ଠିତ
ବୌଦ୍ଧ,୬ା୪ : ଆଜି ସ୍ଥାନୀୟ ଟାଉନହଲ ଠାରେ ନିଯୁକ୍ତି ମେଳା ୨୦୨୧-୨୨ ଆୟୋଜିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଯୋଗଦେଇ ଆନୁଷ୍ଠାନିକ ଭାବରେ ଏହି ମେଳାକୁ ଉଦଘାଟନ କରିଥିଲେ । ମୁଖ୍ୟଅତିଥି ଶ୍ରୀ ମିଶ୍ର ନିଯୁକ୍ତି ମେଳା କାର୍ଯ୍ୟକ୍ରମରେ ବେକାର ଯୁବତୀ ଯୁବକ!-->…
Read More...
Read More...