ଶ୍ରୀମନ୍ଦିର ରୋଷ ଘର ଚୁଲି ଭଙ୍ଗା ଘଟଣା:ତଦନ୍ତ ପାଇଁ ୫ଜଣିଆ ଟିମ୍ ଗଠନ
ପୁରୀ : ଶ୍ରୀମନ୍ଦିର ରୋଷଘର ଚୁଲା ଭଙ୍ଗାଯିବା ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ରୋଷଘରେ ସମୁଦାୟ ୪୩ଟି ଚୁଲି ଭଙ୍ଗା ଯାଇଥିବା ନେଇ ଶ୍ରୀମନ୍ଦିର ସିଂହଦ୍ୱାର ଥାନାରେ ଏତଲା ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ତଦନ୍ତ ପାଇଁ ଏକ ଅନ୍ତରୀଣ କମିଟି ଗଠନ କରାଯାଇଥିବା ଜିଲ୍ଲାପାଳ!-->…
Read More...
Read More...