କିନ୍ନର ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଚା ଦୋକାନ ଉଦ୍ଘାଟିତ
ଗଜପତି/ପାରଳାଖେମୁଣ୍ଡି, ୨/୪: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା କାର୍ଯ୍ୟାଳୟ ପରିସରରେ ବହୁଚାରା ମାତା କିନ୍ନର ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଚା ଦୋକାନ ଉଦ୍ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା, ଜିଲ୍ଲାପରିଷଦ!-->…
Read More...
Read More...