ଶ୍ରୀ ଲୋକନାଥଙ୍କ ପୀଠରେ ପ୍ରଜ୍ଜ୍ୱଳିତ ହେଲା ସର୍ବ ବୃହତ ଜଗତ ମଙ୍ଗଳ ଜାଗର ଦୀପ
ପୁରୀ : ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ ଅବସରରେ ଶ୍ରୀଲୋକନାଥ ଦେବଙ୍କ ପୀଠରେ ଓଡିଶାର ସର୍ବବୃହତ ଜଗତ ମଙ୍ଗଳ ଜାଗରଦୀପ ପ୍ରଜ୍ୱଳିତ ହୋଇଛି । ପାର୍ବତୀ ସାଗର ନିକଟରେ ଏହି ଦୀପକୁ ବିଧାୟକ ଜୟନ୍ତ ଷଡଙ୍ଗୀ ଆନୁଷ୍ଠାନିକ ଭାବେ ଦୀପ ଲଗାଇ ପ୍ରଜ୍ୱଳିତ କରିଥିଲେ । ପଙ୍କୋଦ୍ଧାର ଏକାଦଶୀ ଠାରୁ!-->…
Read More...
Read More...