Yearly Archives

2022

ଅନୁଗୁଳ ଜିଲ୍ଲାରେ ବିଜେଡି ଆଗୁଆ

ଭୁବନେଶ୍ୱର : ଆଜିଠୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଅନୁଗୁଳ ଜିଲ୍ଲାର ୭ଟି ଜୋନରେ ଆଜି ଭୋଟ ଗଣତି ଚାଲିଛି । ପ୍ରାଥମିକ ଟ୍ରେଣ୍ଡରେ ଶାସକ ବିଜେଡି ୫ଟି ଜୋନରେ ଆଗୁଆ ଥିବା ବେଳେ ବିଜେପି ୨ଟି ଜୋନରେ ଆଗରେ ରହିଛି । ବିଜେଡି ଆଠମଲ୍ଲିକ, ଅନୁଗୁଳ, ତାଳଚେର,
Read More...

୨୭୧ ଜୋନରେ ବିଜେଡି ଆଗୁଆ, ଜାଣନ୍ତୁ ବିଜେପି ଓ କଂଗ୍ରେସ ସ୍ଥିତି

ଭୁବନେଶ୍ୱର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଆଜିଠାରୁ ଆରମ୍ଭ ହୋଇଯାଇଛି । ପ୍ରଥମ ଦିନର ପ୍ରାରମ୍ଭିକ ପର୍ଯ୍ୟାୟରେ ୩୧୫ ଜିଲ୍ଲା ପରିଷଦ ଆସନରୁ ଶାସକ ବିଜେଡି ୨୭୧ ଜିଲ୍ଲା ପରିଷଦ ଜୋନରେ ଆଗୁଆ ଥିବା ବେଳେ ବିଜେପି ୨୧, କଂଗ୍ଲେସ ୧୬ ଓ ଅନ୍ୟାନ୍ୟ ୭ଟି ଆସନରେ ଆଗୁଆ ଅଛନ୍ତି । ଏ
Read More...

ବୌଦ୍ଧ ଜିଲ୍ଲାସ୍ତରୀୟ ଶିକ୍ଷା ସମୀକ୍ଷା ବୈଠକ

ବୌଦ୍ଧ,୨୫/୨:- ବୌଦ୍ଧ ଜିଲ୍ଲା ସ୍ତରୀୟ ଶିକ୍ଷା ସମୀକ୍ଷା ବୈଠକ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ସଭାଗୃହରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ଉଦୟନାଥ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ବୌଦ୍ଧ ଗୋଷ୍ଠୀ ଶିକ୍ଷା
Read More...

ପାରଳାଖେମୁଣ୍ଡି ପୌରପାଳିକା ଓ କାଶିନଗର ଏନଏସିର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ

ପାରଳାଖେମୁଣ୍ଡି,୨୫/୨- ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପୌର ନିର୍ବାଚନ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ନେଇ ପ୍ରକାଶ ପାଇଥିବା ବେଳେ ଗଜପତି ଜିଲ୍ଲାର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ପୌରପାଳିକାର ଏବଂ କାଶୀନଗର ବିଜ୍ଞାପିତ ଅଞ୍ଚଳର ଚୂଡାନ୍ତ
Read More...

ଧର୍ମଶାଳାରେ ସିରିଜ ଜିତିବା ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ଭାରତ, ଏମିତି ହୋଇପାରେ ପ୍ଲେଇଙ୍ଗ ଏକାଦଶ

ଧର୍ମଶାଳା : ଆସନ୍ତାକାଲି ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି-୨୦ ଧର୍ମଶାଳାରେ ଭାରତ ଖେଳିବ । ଏହା ପୂର୍ବରୁ ଉଭୟ ଦଳ ସେଠାରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିଛନ୍ତି । ପ୍ରଥମ ମ୍ୟାଚରେ ଭାରତ ସହଜରେ ବିଜୟୀ ହୋଇଥିବାରୁ ଆସନ୍ତାକାଲିର ମ୍ୟାଚକୁ ଜିତି ସିରିଜ କବଜା କରିବାକୁ ନିହାତି ଚାହିଁବା
Read More...

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ

ଭୁବନେଶ୍ୱର : ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳ ପରଲୋକ ହୋଇଯାଇଛି । ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ହେମାନନ୍ଦ ବିଶ୍ୱାଳଙ୍କ
Read More...

ମୁଣ୍ଡ ନୁଆଁଇଲା ୟୁକ୍ରେନ୍‌: ଆଲୋଚନା ପାଇଁ ଋଷ୍‌କୁ ଦେଲା ପ୍ରସ୍ତାବ

ନୂଆଦିଲ୍ଲୀ: ଋଷ୍‌-ୟୁକ୍ରେନ ଯୁଦ୍ଧ ଅଚାନକ ନୂଆ ମୋଡ଼ ନେଇଛି । ଦୁଇ ଦିନ ଧରି ୟୁକ୍ରେନ ଋଷ୍‌ ଆକ୍ରମଣର ମୁକାବିଲା କରିବା ପରେ ଆଜି ପୂରା ଭାଙ୍ଗି ପଡ଼ିଛି । ପୂର୍ବର ଦମ୍ଭ ମରିଯାଇଛି ଏବଂ ଶେଷରେ ଏହା ମୁଣ୍ଡ ନୁଆଁଇଛି । ଆକ୍ରମଣ ବନ୍ଦ କରିବା ଲାଗି ଏହା ଋଷ୍‌କୁ ଆଲୋଚନା ନିମନ୍ତେ ପ୍ରସ୍ତାବ
Read More...

ବିଜୁ ପଟ୍ଟନାୟକ ସୁଇମିଂ ପୁଲ ଅନେକ ନୂତନ ସନ୍ତରଣକାରୀଙ୍କ ପାଇଁ ଉନ୍ମୁକ୍ତ ରହିଛି

ସୁବର୍ଣ୍ଣପୁର: କରୋନା ମହାମାରିର ପରବର୍ତ୍ତୀ ପରିସ୍ଥିତିରେ ଜନସାଧାରଣ ଏବଂ ଛାତ୍ରୀଛାତ୍ର ମାନଙ୍କ ମନରେ ଅନେକ ନୂତନ ସମ୍ଭାବନାର ଆଶା ନେଇ ବର୍ତ୍ତମାନ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟରେ ଥିବା ବିଜୁ ପଟ୍ଟନାୟକ ସୁଇମିଂ ପୁଲର ଦ୍ୱାର ଉନ୍ମୁକ୍ତ ହୋଇଛି । ଦୀର୍ଘ ଦୁଇ ବର୍ଷ ଧରି କରୋନା
Read More...

ଗଜପତି ଜିଲ୍ଲାସ୍ତରୀୟ ବିଜ୍ଞାନ କୁଇଜ ପ୍ରତିଯୋଗିତା

ପାରଳାଖେମୁଣ୍ଡି : ସ୍ଥାନୀୟ ମହାରାଜାଙ୍କ ବାଳିକା ବିଦ୍ୟାଳୟ ଠାରେ ଗଜପତି ଜିଲ୍ଲା ସ୍ତରୀୟ ବିଜ୍ଞାନ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି କୁଇଜ ପ୍ରତିଯୋଗିତାକୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମନୋଜ ରଞ୍ଜନ ଦଳାଇ ଉଦଘାଟନ କରିଥିବା ବେଳେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ
Read More...

ସଚେତନ ନାଗରିକ ମଞ୍ଚର କର୍ମକର୍ତ୍ତାଙ୍କ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ସୁବର୍ଣ୍ଣପୁର, ୨୫/୨ (ହୀ.ପ୍ର): ସୁବର୍ଣ୍ଣପୁର ଜିଲ୍ଲା ସଚେତନ ନାଗରିକ ମଞ୍ଚର ସଭାପତି ସିତାଂଶୁ ଶେଖର ମିଶ୍ର ଓ ସମ୍ପାଦକ ଗୁଣନିଧି ମେହେରଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀଙ୍କୁ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଜିଲ୍ଲାର ବିକାଶ ସକାଶେ ଯୋଗାଯୋଗ ହେଉଛି ମୁଖ୍ୟ ।
Read More...