Yearly Archives

2022

୯ନଂ ଜିଲ୍ଲା ପରିଷଦ ଜୋନରେ ବିଜେଡି ପ୍ରାର୍ଥୀଙ୍କ ସ୍ଥିତି ସୁଦୃଢ

ଦଶପଲ୍ଲା : ନୟାଗଡ ଜିଲ୍ଲାରେ ଜିଲ୍ଲା ପରିଷଦ ଆସନ ପାଇଁ ହେଉଥିବା ନିର୍ବାଚନ ଏକପାଖିଆ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଦଶପଲ୍ଲା ପଶ୍ଚିମାଞ୍ଚଳରେ ବିରୋଧୀ କଂଗ୍ରେସ ଓ ବିଜେପି ଦଳର ସ୍ଥିତି ସୁଦୃଢ଼ ନ ଥିବାରୁ ୯ ନଂ ( ବାଣୀଗୋଛା ଜୋନ୍‌ ) ବି ଜେ ଡି ଏକପାଖିଆ ଅକ୍ତିଆର କରିବାର ସମ୍ଭାବନା
Read More...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

କୋରାପୁଟ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା ସୁନାବେଡା ଏନଏସିର ସହକାରୀ ଯନ୍ତ୍ରୀ ମନୋଜ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି । ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ।
Read More...

ବାଣିଗୋଛାରେ ପାନୀୟଜଳ ଯୋଗାଣ ବନ୍ଦ

ଦଶପଲ୍ଲା : ଦଶପଲ୍ଲା ବ୍ଲକ୍‌ ଅନ୍ତର୍ଗତ ବାଣିଗୋଛା ଗ୍ରାମ ପଂଚାୟତରେ ଗତ ୪ଦିନ ହେବ ପାନୀୟ ଜଳଯୋଗାଣ ସଂପୂର୍ଣ୍ଣ ଭାବରେ ବନ୍ଦ ହୋଇଯାଇଛି । ବାଣିଗୋଛା ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ବସୁଧା ଯୋଜନାରେ ଏକ ଉଚ୍ଚ କ୍ଷମତା ସଂପର୍ଣ୍ଣ ପାଣିଟାଙ୍କି ସ୍ଥାପନ ସହ ପ୍ରତି ପରିବାରକୁ ପାନୀୟଜଳ
Read More...

ଜଗା ଦର୍ଶନ ପାଇଁ ଜାରି ହେଲା ନୂଆ ଏସ୍‌ଓପି, ୨୧ରୁ ଲାଗୁ ହେବ

ପୁରୀ : ଜଗା ଦର୍ଶନ ପାଇଁ ଜାରି ହେଲା ନୂତନ ଏସଓପି । ୨୧ ଫେବୃଆରୀରୁ ଲାଗୁ ହେବ ନୂଆ ନିୟମ । ଦର୍ଶନ ପାଇଁ ଦେଖେଇବାକୁ ପଡିବନି କୋଭିଡ ଟିକା ପ୍ରମାଣପତ୍ର । ଗତ ୧୪ ତାରିଖରେ ଛତିଶା ନିଯୋଗ ଓ ନୀତି ସବକମିଟି ବୈଠକରେ ହୋଇଥିଲା ନିଷ୍ପତ୍ତି । କୋଭିଡର ଗାଇଡଲାଇନ ସହ ପୂର୍ବରୁ ୩୧ ଜାନୁଆରୀରେ
Read More...

ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ : ୩୭ ପଞ୍ଚାୟତ, ୪ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଭାଗ୍ୟ ଭୋଟରଙ୍କ ହାତରେ

ଦଶପଲ୍ଲା : ନୟାଗଡ଼ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବୁଧବାରଠାରୁ ପ୍ରଚାର ଶେଷ ହୋଇଛି ଓ ଆଜି ସକାଳୁ ମତଦାନ ଆରମ୍ଭ ହୋଇଛି । ନିର୍ବାଚନ କମିଶନଙ୍କ ନିୟମାନୁସାରେ ୩୬ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକରେ, ଶୁକ୍ରବାର
Read More...

ପଞ୍ଚାୟତ ନିର୍ବାଚନ ; ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଜାରି ରହିଛି ମତଦାନ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ୩୦ଟି ଜିଲ୍ଲାର ୬୮ ବ୍ଲକର ୧୮୬ ଜିଲ୍ଲା ପରିଷଦ ଜୋନରେ ଆଜି ସକାଳ ୭ଟାରୁ ଚାଲିଛି ଭୋଟିଂ। ଏଥିରେ ରହିଛି ୧ ହଜାର ୫୧୪ ପଞ୍ଚାୟତ। ଜିଲ୍ଲା ପରିଷଦ ସଭ୍ୟଙ୍କ ସହିତ ସରପଞ୍ଚ, ସମିତି ସଭ୍ୟ ଓ ଓ୍ୱାର୍ଡ ମେମ୍ବର ବାଛିବାକୁ ଭୋଟ
Read More...

ନିଜ ବିବାହକୁ ନେଇ ଏମିତି କହିଲେ ରଶ୍ମିକା

ନୂଆଦିଲ୍ଲୀ : ସାଉଥର ସୁପରଷ୍ଟାର ଆଲୁ ଅର୍ଜୁନଙ୍କ ସହ ଫିଲ୍ମ ‘ପୁଷ୍ପା’ରେ ଅଭିନୟ କରିଥିବା ଅଭିନେତ୍ରୀ ରଶ୍ମିକା ଏବେ ଚର୍ଚ୍ଚାରେ। ବିଶେଷକରି ଫିଲ୍ମ ‘ପୁଷ୍ପା’ ହିଟ୍ ହେବା ପରେ ଲୋକପ୍ରିୟ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ। ତାଙ୍କ ସୁନ୍ଦରତା, ଷ୍ଟାଇଲ୍‌ ଓ ଏକ୍ସପ୍ରେସନ୍‌ ପାଇଁ ଖୁବ୍‌
Read More...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

କୋରାପୁଟ : ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । ସୁନାବେଡା ପୌରପରିଷଦର ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ । ଜୟପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ୬ଟି ସ୍ଥାନରେ ଚାଲିଛି ଚଢାଉ। ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କୋରାପୁଟ, ଭୁବନେଶ୍ବର ସମେତ ୬ଟି ସ୍ଥାନରେ ଚଢାଉ  ଜାରି ରହିଛି
Read More...

ମହିଳା ଜଷ୍ଟିସଙ୍କୁ ସାର୍‌ କହିଲେ ଓକିଲ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା । ଶୁଣାଣି ସମୟରେ ଜଣେ ମହିଳା ଜଷ୍ଟିସଙ୍କୁ ସାର୍‌ ଓକିଲ ସାର୍‌ କହିବା ଘଟଣାକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଛି । ବାରମ୍ବାର ଏଭଳି କହୁଥିବା ଦେଖି ଶେଷରେ ଜବାବ ଦେଲେ ଜଷ୍ଟିସ ରେଖା ପଲ୍ଲୀ । ଗତକାଲି ଦିଲ୍ଲୀ
Read More...

ସ୍ୱର୍ଗତ ଦେବେନ୍ଦ୍ର କୁମାର ମିଶ୍ରଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

ସୁବର୍ଣ୍ଣପୁର: ଓଡ଼ିଶାର ଅଗ୍ରଣୀ ସାହିତ୍ୟ ଓ ସଂସ୍କୃତି ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ ,ସୁବର୍ଣ୍ଣପୁର ଦ୍ୱାରା ଆଜି ସଂଧ୍ୟା ୭.୦୦ ଘଟିକାରେ ସ୍ଥାନୀୟ ପ୍ରଭାସ ଲଜରେ ପ୍ରାକ୍ତନ ନିର୍ବାଚନ ଆୟୋଗ ,ସୁବର୍ଣ୍ଣପୁରର ବରପୁତ୍ର ତଥା ମହାନଦୀ ସାହିତ୍ୟ ସଂସଦର ଉପଦେଷ୍ଟା ସ୍ୱର୍ଗତ ଦେବେନ୍ଦ୍ର
Read More...