ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଇଟାଲି ଦମ୍ପତି
ପାରଳାଖେମୁଣ୍ଡି : ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୩୩ ତମ ଶିଶୁକୁ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ ଇଟାଲି ଦେଶର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି । ପ୍ରାୟ ୫ ବର୍ଷ ତଳେ ଏହି ପୁଅଟିକୁ ମୋହନା ଅଞ୍ଚଳରୁ ଅସହାୟ ଅବସ୍ଥାରେ ଜିଲ୍ଲା ଶିଶୁ!-->…
Read More...
Read More...