ଓଲଟିଲା ବରଯାତ୍ରୀ ଗାଡି; ଜଣେ ମୃତ, ୧୫ଆହତ
ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ନୂଆପଡ଼ା ଗାଁ ନିକଟରେ ଗତକାଲି ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବରଯାତ୍ରୀ ଗାଡ଼ି ଓଲଟି ଜଣେ ନାବାଳକର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ!-->…
Read More...
Read More...