ଅସହ୍ୟ ଜାଡ଼, ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
ଭୁବନେଶ୍ୱର: ଅସହ୍ୟ ଜାଡ଼ରେ ଥରୁଛି ଓଡ଼ିଶା । ଆସନ୍ତାକାଲି ପର୍ଯ୍ୟନ୍ତ ଜାରି ରହିବ ଶୀତ ଲହରୀ । ପାହାଡିଆ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନୂଭୁତ ହେବ ପ୍ରବଳ ଜାଡ । ରାଜ୍ୟରେ ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତତ ତାପମାତ୍ରା କମିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।!-->…
Read More...
Read More...