Yearly Archives

2022

ଶିକାରୀ ହୋଇଗଲେ ଶିକାର

ଗଂଜାମ : ଗଂଜାମ ବ୍ଲକ ଅନ୍ତର୍ଗତ କୁଶପଲ୍ଲି ଗ୍ରାମରେ ଚାଷଜମି ଭିତରେ ବରହା ମାରିବା ପାଇଁ ନିଜେ ବିଛାଇଥିବା ବିଦ୍ୟୁତ ତାରରେ ନିଜେ ଛନ୍ଦି ହୋଇ ଉକ୍ତ ଗ୍ରାମର ଗଣେଶ ବିଶ୍ୱାଳ(୩୫) ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ପୋଲିସ ଭୟରେ ଶବକୁ ଘଂଚ ଜଙ୍ଗଲ ଭିତରକୁ ଗ୍ରାମବାସୀ
Read More...

ଗଣତନ୍ତ୍ର ଦିବସ : ଆଜି ସଂଧ୍ୟା ୭ଟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୩ତମ ଗଣତନ୍ତ୍ର ଦିବସ ଅବସରରେ ଆଜି ସଂଧ୍ୟା ୭ଟାରେ ରାଷ୍ଟ୍ରକୁ ସମ୍ବୋଧିତ କରିବେ । ରାଷ୍ଟ୍ରପତି ଭବନରୁ ଗତକାଲି ସଂଧ୍ୟାରେ ଜାରି କରାଯାଇଥିବା ବିଜ୍ଞପ୍ତିରୁ ଏହି ସୂଚନା ମିଳିଛି । ଏହା ସଂଧ୍ୟା ୭ଟାରେ ଆକାଶବାଣୀର ସମସ୍ତ ରାଷ୍ଟ୍ରୀୟ ନେଟୱାର୍ଡ
Read More...

ଓଡିଶା ଓପନରେ ମୁଖ୍ୟ ଆକର୍ଷଣ ହେଲେ ସାଇନା ନେହୱାଲ

କଟକ : ଲଣ୍ଡନ ଅଲମ୍ପିକ୍ସରେ କାଂସ୍ୟ ପଦକ ବିଜେତା ସାଇନା ନେହୱାଲ ଆଜିଠାରୁ ଆରମ୍ଭ ହେବାକୁ ଥିବା ଓଡିଳା ଓପନ ସୁପର ୧୦୦ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟରେ ମୁଖ୍ୟ ଆକର୍ଷଣ ହେବେ । ଏହା ବିଶ୍ୱ ବ୍ୟାଡମିଣ୍ଟନ ମହାସଂଘ (ଡିଡବ୍ଲୁଏଫ୍‌) ଆନୁକୂଲ୍ୟରେ ପ୍ରଥମ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ହେବ,
Read More...

ଏସଟିଏଫ୍ ଚଢାଉ ; ୪ କୋଟି ଟଙ୍କାର ବ୍ରାଉନସୁଗାର ସହ ନଗଦ ୬୫ଲକ୍ଷ ଜବତ, ଜଣେ ଗିରଫ

ଭୁବନେଶ୍ୱର: ୨୦୨୦ ମସିହାରୁ ଏସଟିଏଫ ଡ୍ରଗ୍ସ ବିରୋଧୀ ଅଭିଯାନ ଚଳାଇଥିବା ବେଳେ ଏବେ ମିଳିଛି ବଡ଼ ସଫଳତା। ଗତକାଲି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ୍‌ର ଏକ ଟିମ୍‌ ନୟାଗଡ ପିଡବ୍ଲୁଡି ଲେନ୍‌ ଉପରେ ଚଢ଼ାଉ କରି ପ୍ରାୟ ୩ କେଜିରୁ ଅଧିକ ବ୍ରାଉନସୁଗର ସହ ନଗଦ ୬୫ ଲକ୍ଷରୁ ଅଧିକ ଟଙ୍କା ଜବତ
Read More...

ଗୌତମ ଗମ୍ଭୀର କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଓପନର୍‌ ତଥା ବିଜେପି ସାଂସଦ ଗୌତମ ଗମ୍ଭୀର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି । ଗମ୍ଭୀର ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି । କରୋନା ର ସାମାନ୍ୟ ଲକ୍ଷଣ ଅନୁଭବ କରିବା ପରେ, ଗମ୍ଭୀର ତାଙ୍କର ପରୀକ୍ଷା କରିଥିଲେ ଏବଂ ତାଙ୍କର
Read More...

ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୯୧ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ
Read More...

ବିଭାଗୀୟ କର୍ତ୍ତୃପକ୍ଷଙ୍କ ପ୍ରତିଶ୍ରୁତି ପରେ ଚାଷୀଙ୍କ ଧାରଣା ପ୍ରତ୍ୟାହୃତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ସମ୍ମୁଖରେ କୃଷକ ସଭାପତି ସୂର୍ଯ୍ୟ ନାରାୟଣ ପଟ୍ଟନାୟକଙ୍କ ନେତୃତ୍ୱରେ ଚାଷୀମାନେ ବିଭିନ୍ନ ସମସ୍ୟା ନେଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ଚାଷୀ ମାନଙ୍କର ଧାନ ଉତ୍ପାଦନ ହୋଇ ଏକ
Read More...

ଜାତୀୟ ମତଦାତା ଦିବସ ପାଳିତ, ନୂତନ ଭୋଟର ମାନଙ୍କୁ ପରିଚୟ ପତ୍ର ପ୍ରଦାନ

ପୁରୀ- ଜିଲ୍ଲା ସ୍ତରୀୟ ୧୨ତମ ଜାତୀୟ ମତଦାତା ଦିବସ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପାଳିତ ହୋଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁସ୍ଥ ଗଣତନ୍ତ୍ର ଗଠନ ନିମନ୍ତେ ସୁସ୍ଥ ଭୋଟର ତାଲିକାର ଆବଶ୍ୟକତା ରହିଛି । ଏଥି ନିମନ୍ତେ ସମସ୍ତଙ୍କ
Read More...

ଧାନ କ୍ରୟ ନେଇ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମେଳନ କକ୍ଷରେ ମିଲର୍‌ଙ୍କ ଧାନଉଠା ଏବଂ ଧାନମଣ୍ଡି ସମ୍ପର୍କିତ ବୈଠକ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କାଶୀନଗର ଓ ଗୋଷଣୀ ବ୍ଲକ୍‌ର ମିଲର୍‌ ମାନଙ୍କ ସହ ଜିଲ୍ଲା ଯୋଗାଣ ଅଧିକାରୀ
Read More...

କରୋନା ଗ୍ରାଫ୍ ତଳମୁହାଁ, ପୁଣି ୮୯୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୭୮୪୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା
Read More...