Yearly Archives

2022

ଭାରତର ଦକ୍ଷିଣ ଆଫ୍ରିକାରେ ସିରିଜ ଜିତିବା ସ୍ବପ୍ନ ଅଧୁରା

କେପଟାଉନ : କେପଟାଉନର ନ୍ୟୁଲାଣ୍ଡ ଷ୍ଟାଡିୟମଠାରେ ଚାଲିଥିବା ଭାରତ-ଦକ୍ଷିଣ ଆଫ୍ରିକା ୩ୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୭ ଓ୍ବିକେଟରେ ପରାସ୍ତ କରିଛି । ଭାରତ ଦ୍ବାରା ରଖାଯାଇଥିବା ୨୧୨ରନର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୩ଟି ଓ୍ବିକେଟ ହରାଇ ହାସଲ କରିନେଇଥିଲା । ଏହି ବିଜୟ ସହ
Read More...

ଜୋକୋଭିକ୍‌ଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି

ସିଡନୀ : ତାରକା ଟେନିସ ଖେଳାଳି ନୋଭାକ ଜୋକୋଭିକ୍‌ଙ୍କ ସମସ୍ୟା ଏପର୍ଯ୍ୟନ୍ତ ତୁଟୁନି । ଗୋଟିଏ ପରେ ଗୋଟିଏ ଅଡ଼ୁଆ ବାହାରୁଛି । ତେବେ ଆଜି ତାଙ୍କୁ ସାମନ୍ୟ ଆଶ୍ୱସ୍ତି ମିଳିଛି । କେତେକ ଆଇନଗତ ପଦ୍ଧତି କାରଣରୁ ତାଙ୍କୁ ଅଷ୍ଟ୍ରେଲିଆ ଛାଡ଼ିବା ପାଇଁ ସରକାର ନିର୍ଦ୍ଦେଶ ଦେଇଥିଲେ । ଏହାପରେ
Read More...

କରୋନାରେ ଆକ୍ରାନ୍ତ ହେଲେ କୋରାପୁଟ ସାଂସଦ

କୋରାପୁଟ: କରୋନାରେ ଆକ୍ରାନ୍ତ ହେଲେ ଆଉ ଜଣେ ସାଂସଦ । କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଟ୍ୱିଟ କରି ସପ୍ତଗିରି କହିଛନ୍ତି କି ’ମୁଁ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛି । ମୋ ମଧ୍ୟରେ କରୋନାର
Read More...

ପରପାରିରେ ସଙ୍ଗୀତ ନିର୍ଦ୍ଦେଶକ ସରୋଜ ପଟ୍ଟନାୟକ

ବାରିପଦା : ଅନେକ ଅଭୁଲା ଓ ଶୃତିମଧୁର ଓଡ଼ିଆ ଫିଲ୍ମ ଗୀତର ସ୍ୱର ସଂଯୋଜକ ଓ ଗୀତିକାର ସରୋଜ ପଟ୍ଟନାୟକ ଆଉ ନାହାନ୍ତି । ୮୨ ବର୍ଷ ବୟସରେ ଏହି ଲୋକପ୍ରିୟ ସଂଗୀତ ନିର୍ଦ୍ଦଶକଙ୍କର ପରଲୋକ ଘଟିଛି । ବାରିପଦା ସ୍ଥିତ ତାଙ୍କ ବାସଭବନରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ଘଟିଛି । ଏହି ଖବର
Read More...

ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ମଧ୍ୟରେ ସାରା ରାଜ୍ୟରେ ପାଳନ ହେଉଛି ମକର ସଂକ୍ରାନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କରୋନା ସଂକ୍ରମଣ ପାଇଁ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛନ୍ତି । ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍
Read More...

ହସ୍ପିଟାଲ୍‌ରେ ସଂକ୍ରମଣର ଅଧିକ ଆଶଙ୍କା

ଭୁବନେଶ୍ବର: କୋଭିଡ୍ ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ ।  ତେଣୁ ଏଠାରେ ସଂକ୍ରମଣର ଅଧିକ ଆଶଙ୍କା ରହିଛି । ତେଣୁ ଅତି ଦରକାର ନଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ଆସନ୍ତୁ ନାହିଁ ।
Read More...

ଜାନୁଆରୀ ୩୧ ରୁ ସଂସଦର ବଜେଟ୍ ଅଧିବେଶନ

ନୂଆଦିଲ୍ଲୀ : ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ୍ ଅଧିବେଶନ । ସଂସଦର ବଜେଟ୍ ଅଧିବେଶନ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ତେବେ ଜାନୁଆରୀ ୩୧ ତାରିଖରେ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ, ଫେବୃଆରୀ ୧ ତାରିଖରେ କେନ୍ଦ୍ରୀୟ ବଜେଟ୍ ସଂସଦରେ ଉପସ୍ଥାପିତ ହେବ ।
Read More...

ଘୁ ଉଦୟଗିରି ସହରରୁ ହଟିଲା ବିଜ୍ଞାପନ ହୋଡିଂ

ଘୁ ଉଦୟଗିରି : କନ୍ଧମାଳ ଜିଲ୍ଲା ଘୁ ଉଦୟଗିରି ସହରରେ ଥିବା ସମସ୍ତ ହୋଡିଙ୍ଗ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଘୁ.ଉଦୟଗିରି ସହରରେ ଥିବା ସମସ୍ତ ସରକାରୀ ବିଜ୍ଞାପନ ହୋଡିଂ ଯେଉଁଠି ମୁଖ୍ୟମନ୍ତ୍ରୀଙ୍କ ଫଟୋ ଲାଗିଥିଲା ଏବଂ
Read More...

ଘୁ.ଉଦୟଗିରି ବିଜେଡି ପକ୍ଷରୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରସ୍ତୁତ ବୈଠକ

ଘୁ ଉଦୟଗିରି : କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ବ୍ଳକ ଅଧୀନରେ କଳିଙ୍ଗା ପଞ୍ଚାୟତର କଲ୍ୟାଣ ମଣ୍ଡପଠାରେ ବିଜୁ ଜନତା ଦଳ ଘୁ ଉଦୟଗିରି ପକ୍ଷରୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକକୁ ଆଖି ଆଗରେ ରଖି ପ୍ରସ୍ତୁତ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ କିପରି ନିର୍ବାଚନ ମଇଦାନକୁ ଓହ୍ଲାଇବ ପାଇଁ
Read More...

ଭିମସାର ଏମ.ବି.ବି.ଏସ୍ ଅଫଲାଇନ ପରୀକ୍ଷା ସ୍ଥଗିତ

ସମ୍ୱଲପୁର : ସାରା ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ଏହାରି ଭିତରେ ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ କଠୋର କଟକଣା ଲଗାଯାଉଛି । ଏବେ ସ୍ଥିତିକୁ ନଜରରେ ରଖି ପ୍ରଶାସନ୨ ସପ୍ତାହ ପାଇଁ ସ୍ଥଗିତ ରଖିଛି ବୁର୍ଲା ଭିମସାର ଏମ.ବି.ବି.ଏସ୍ ଅଫଲାଇନ ପରୀକ୍ଷା । କରୋନାର ଦୃତ
Read More...