Yearly Archives

2022

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ଏହି ଦୁଇ ଖେଳାଳିଙ୍କ ହୋଇପାରେ ଛୁଟି, ମିଳିପାରେ ଏହି ଖେଳିଳାଙ୍କୁ ସୁଯୋଗ

ନୂଆଦିଲ୍ଲୀ : ଭାରତର ପୂର୍ବତନ ମହାନ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନର କ୍ରିକେଟ୍‌ ବିଶେଷଜ୍ଞ ସୁନୀଲ ଗାଭାସ୍କର ମତରେ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ପାଇଁ ଚେତେଶ୍ୱର ପୂଜାରା ଏବଂ ଅଜିଙ୍କ୍ୟ ରାହାଣେଙ୍କୁ ଡ୍ରପ୍‌ କରାଯିବ । ଗାଭାସ୍କର ଏହା ମଧ୍ୟ କହିଛନ୍ତି ଯେ ଏହି ଖେଳାଳିଙ୍କ
Read More...

ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି

ପୁରୀ : ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୂଙ୍କ ମକରନୀତି । ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ଦ୍ୱାଦଶଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ଏକ ପ୍ରମୁଖ ଯାତ୍ରା ହୋଇଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନିତୀ ନିର୍ଘଣ୍ଟ କରାଯାଇଛି । ଆଜି
Read More...

ମକର ସଂକ୍ରାନ୍ତି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ଆଜି ସାରା ଦେଶରେ ମକର ସଂକ୍ରାନ୍ତି ଏବଂ ପୋଙ୍ଗଲ ପାଳନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନେକ ନେତା ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଫିସିଆଲ୍ ଟ୍ୱିଟର
Read More...

୨୪ ଘଣ୍ଟାରେ ୧୦୨୭୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୧୪।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୧୦୨୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧୧୮୭୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା
Read More...

ନୂଆ କୀର୍ତ୍ତିମାନର ଅଧିକାରୀ ହେଲେ ପନ୍ତ

ନୂଆଦିଲ୍ଲୀ, ୧୩/୦୧ : ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟରେ ଆଜି ତୃତୀୟ ଦିବସରେ ୱିକେଟ କିପର ଋଷଭ ପନ୍ତ ଦମଦାର ଶତକ ହାସଲ ହାସଲ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଯେତେବେଳେ ଭାରତୀୟ ଦଳ ଦ୍ୱିତୀୟ ଇନିଂସରେ ସଂଘର୍ଷ କରୁଥିଲା, ପନ୍ତ ଏକାକୀ
Read More...

ମହୋଦଧି ଆରତୀ ନିମନ୍ତେ ପ୍ରସ୍ତୁତି ବୈଠକ, ଟେଲିଭିଜନ ଏବଂ ସାମାଜିକ ଗଣମାଧ୍ୟମରେ ହେବ ସିଧା ପ୍ରସାରଣ

ପୁରୀ : ଚଳିତ ବର୍ଷ ୧୬ତମ ମହୋଦଧି ଆରତୀ ଶ୍ରୀ ଗୋବର୍ଦ୍ଧନ ମଠ ପକ୍ଷରୁ ଆସନ୍ତା ୧୭ ତାରିଖରେ ଆୟୋଜିତ ହେବ । ଏଥି ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଉପ ଜିଲ୍ଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି । କୋଭିଡ କଟକଣା ପାଳନ ପୂର୍ବକ ସର୍ବାଧିକ
Read More...

ମୁଖ୍ୟମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ : ଟିକାକୁ ନେଇ ହେଉଥିବା ଅପପ୍ରଚାର ରୋକ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କରୋନା ତଥା ଓମିକ୍ରନ ସଂକ୍ରମଣ ସ୍ଥିତି ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତିି । ଟିକାକୁ ନେଇ ଦେଶରେ ହେଉଥିବା ଅପପ୍ରଚାର ନେଇ ସେ ଉଦବେଗ ଓ ଅସନ୍ତୋଷ ପ୍ରକାଶ କରିଥିଲେ । ଏହି ଅପପ୍ରଚାରକୁ ରୋକିବା ପାଇଁ
Read More...

ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା

ଫୁଲବାଣୀ:କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବଟାବାହାଳି ଖେଳ ପଡିଆ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ମା ବରାଳି ଯୁବ ପରିଷଦ ବଟାବାହାଳିର ମିଳିତ ଆନୁକୂଲ୍ୟରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତ ହୋଇଯାଇଅଛି । ଅନୁଷ୍ଟିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ପୂର୍ବତନ
Read More...

ପରଲୋକରେ କ୍ରିକେଟର ଅଶୋକ ମହାପାତ୍ର

ଫୁଲବାଣୀ: ଅଶୋକ ମହାପାତ୍ର କିଛିଦିନ ଶାରୀରିକ ଅସୁସ୍ଥତା ଅନୁଭବ କରି ଫୁଲବାଣୀ ଡାକ୍ତରଖାନାର ଡାକ୍ତରଙ୍କ ପରାମର୍ଶରେ ଚିକିତ୍ସିତ ହେଉଥିଲେ । ଗତକାଲି ରାତିରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଫୁଲବାଣୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସ୍ୱାସ୍ଥ୍ୟ ଅବସ୍ଥା ଆହୁରି ଅଧିକ ଖରାପ
Read More...

ବିକାନିର୍‌ ଏକ୍ସପ୍ରେସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୫ ଲକ୍ଷ ଅନୁକମ୍ପା ଘୋଷଣା

ନୂଆଦିଲ୍ଲୀ :ଗୈହାଟି- ବିକାନିର୍‌ ଏକ୍ସପ୍ରେସ୍‌ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରେଳମନ୍ତ୍ରୀ ଅଶ୍ୱୀନ ବୈଷ୍ଣବ । ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ଅନୁକମ୍ପା ପ୍ରଦାନ କରାଯିବାକୁ ମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିସହିତ ଗୁରତର ବ୍ୟକ୍ତଙ୍କୁ ୧
Read More...