ସମିତିସଭ୍ୟମାନଙ୍କ ତିନିଦିନିଆ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ସ୍ଥିତ ଜାଗୃତି ସଭାଗୃହ ଠାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ବିଭାଗ ଓ ଜିଲ୍ଲା ଡିଆର୍ଡିଏର ମିଳିତ ଆନୁକୂଲ୍ୟରେ ୩ଦିନ ଧରି ଚାଲିଥିବା ସମିତିସଭ୍ୟ ମାନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି ।!-->…
Read More...
Read More...