Yearly Archives

2022

ବୌଦ୍ଧ ବ୍ଲକ ଶିକ୍ଷା ସମୀକ୍ଷା ବୈଠକ

ବୌଦ୍ଧ,୧୧/୧:-ବୌଦ୍ଧ ବ୍ଲକ ଜାନୁଆରୀ ମାସର ପ୍ରଥମ ଶିକ୍ଷା ସମୀକ୍ଷା ବୈଠକ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ସଭାଗୃହରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ ନିୟମ ଆଧାରରେ ଉକ୍ତ ବୈଠକ କରାଯାଇଥିଲା । ସହ ଗୋଷ୍ଠୀ ଶିକ୍ଷା
Read More...

ନୟାଗଡ଼ରୁ ପୁଣି ଜବତ୍‌ ହେଲା ଧଳା ଜହର

ଦଶପଲ୍ଲା,୧୧/୧ : - ନୟାଗଡ଼ ସିନ୍ଦୁରିଆ ଅଞ୍ଚଳରୁ ୪ଜଣ ବ୍ରାଉନସୁଗାର ବେପାରୀ ଗିରଫ ହେବା ସହ ସେମାନଙ୍କ ନିକଟରୁ ୮.୧୫୦ଗ୍ରାମ ବ୍ରାଉନସୁଗାର ଜବତ କରିଛି ନୟାଗଡ଼ ଟାଉନଥାନା ପୋଲିସ । ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳାଙ୍କ ସହ ଅନ୍ୟ ୩ ଜଣ ଯୁବକ ରହିଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ
Read More...

ରଥଯାତ୍ରା ପାଇଁ ବଡ଼ରାଉଳ ପୀଠରେ ରଥକାଠ ଅନୁକୂଳ ପାଇଁ ପୂଜାର୍ଚ୍ଚନା

ଦଶପଲ୍ଲା,୧୧/୧ : - ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିଠାରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି । ନୟାଗଡ ଼ଜିଲ୍ଲାଗଣିଆ ବ୍ଲକ ବଡ଼ମୁଳ ନିକଟସ୍ଥ ଖଳଖଳା ସେତୁ ନିକଟ ବଡ ରାଉଳ ପୀଠରେ ମଙ୍ଗଳବାର ପୂର୍ବାହ୍ନରେ ପାରମ୍ପରିକ ରୀତିରେ ମହାପ୍ରଭୁ ଜଗନ୍ନାଥଙ୍କ ରଥକାଠ ଅନୁକୂଳ ପାଇଁ ପୂଜାର୍ଚ୍ଚନା
Read More...

ସବୁ ଫର୍ମାଟରୁ ଅବସର ନେଲେ ଏହି ଅଲରାଉଣ୍ଡର

ଜୋହାନ୍ସବର୍ଗ : ଦକ୍ଷିଣ ଆଫ୍ରିକାର ଅଲରାଉଣ୍ଡର କ୍ରିସ ମୋରିସ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ଆଜି ସେ ଟ୍ୱିଟକରି ଏହି ସୂଚନା ଦେଇଛନ୍ତି । ଆଗାମୀ ଦିନରେ ତାଙ୍କୁ ଏକ ନୂଆ ଅବତାରରେ ଦେକିବାକୁ ମିଳିବ । ତାହା ହେଉଛି କୋଚିଂ ଭୂମିକା । ଖୁବଶୀଘ୍ର ସେ ଘରାଇ ଦଳ ଟାଇଟାନର
Read More...

ଗଣତନ୍ତ୍ର ଦିବସ ପାଇଁ ସରକାର ଜାରି କଲେ କଟକଣା, ଏମିତି ହେବ ପାଳନ

ଭୁବନେଶ୍ବର : ଗଣତନ୍ତ୍ର ଦିବସ ପାଳନ ଉପରେ ସରକାରଙ୍କ କଟକଣା । ସକାଳ ସାଢେ ୮ଟା ପରେ ହେବ ପତାକା ଉତ୍ତୋଳନ । କେବଳ ପୋଲିସ କର୍ମଚାରୀ ଉତ୍ସବରେ ସାମିଲ ହୋଇପାରିବେ । ଛାତ୍ରଛାତ୍ରୀ ତଥା ଏନସିସି କ୍ୟାଡର ଅଂଶଗ୍ରହଣ କରିବେ ନାହିଁ । ଅଳ୍ପ ସଂଖ୍ୟକ ସମ୍ମୁଖ ଯୋଦ୍ଧାଙ୍କୁ ସାମିଲ ପାଇଁ ମିଳିବ
Read More...

୧୮ ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ

ବୌଦ୍ଧ,୧୧/୧- ବୌଦ୍ଧଜିଲ୍ଲା ପାଲଝାରସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରରେ ୧୮ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସଂପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟର ଅଧ୍ୟକ୍ଷ ଡ. ପ୍ରସନ୍ନଜିତ ମିଶ୍ର ଅଧ୍ୟକ୍ଷତା କରିବାସହ
Read More...

ଫେବୃଆରୀ ୧୧ ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ବନ୍ଦ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାରେ କରୋନା ସଂକ୍ରମଣର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲ୍ଲା ଆଇନଜୀବୀ ସଂଘ ଏକ ଜରୁରୀ ବୈଠକ ଆଜି ଜିଲ୍ଲା କୋର୍ଟ ପରିସରରେ ଅନୁଷ୍ଠିତ ହୋଇଥିଲା । ସଂଘ ସଭାପତି ଆଶିଷ ରଂଜନ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ଏହି ବୈଠକରେ ସମ୍ପାଦକ ରାମ ପ୍ରସାଦ ପାତ୍ର
Read More...

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା : ଟିକାକରଣକୁ ଜୋରଦାର କରିବା ଉପରେ ଗୁରୁତ୍ବ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି
Read More...

ମିହିର ଦାସଙ୍କ ପରଲୋକ

ଭୁବନେଶ୍ୱର : ଓଡିଆ ଚଳଚ୍ଚିତ୍ର ଜଗତର ଅନ୍ୟତମ ସୁନାମଧନ୍ୟ ଓ ଲୋକପ୍ରିୟ ଅଭିନେତା ମିହିର ଦାସ ଆଉ ନାହାନ୍ତି । ଦୀର୍ଘଦିନ ଧରି ଚିକିତ୍ସାଧୀନ ରହିବା ପରେ ଆଜି ତାଙ୍କର ପରଲୋକ ଘଟିଛି । ସେ ବିବିଧ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ । କିଛି ଦିନ ତଳେ ତାଙ୍କୁ ଆଇସିୟୁରେ ଭର୍ତ୍ତି
Read More...

ଗଜପତିରେ ଏକଲବ୍ୟ ବିଦ୍ୟାଳୟ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ପାରଳାଖେମୁଣ୍ଡି : କେନ୍ଦ୍ର ଜଳ ଶକ୍ତି ଏବଂ ଆଦିବାସୀ ଉନ୍ନୟନ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେ୍ୱଶ୍ୱର ଟୁଡୁ ଗଜପତି ଜିଲ୍ଲା ଗସ୍ତ କରିଛନ୍ତି । ଜିଲ୍ଲାର ଗୁମ୍ମା ବ୍ଳକରେ ନୂତନ ଭାବେ ହୋଇଥିବା ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଶିଳାନ୍ୟାସ କରିଥିଲେ । ପ୍ରଧାନମନ୍ତ୍ରୀ ଆଦିବାସୀ ପିଲାଙ୍କ
Read More...