ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ
ଭୁବନେଶ୍ୱର: ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିଳମ୍ବିତ ରାତିରେ ସେ ତାଙ୍କ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା।
ବୁଧବାର ବିଳମ୍ବିତ ରାତିରେ ଅବସର ବେଉରିଆ ଛାତିରେ ଯନ୍ତ୍ରଣା ଅନୁଭବ!-->!-->!-->…
Read More...
Read More...