ବେଲପଡ଼ା ସମ୍ବଲପୁରୀ କପଡା ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର କପଡ଼ା ନଷ୍ଟ
ପାଟଣାଗଡ଼ : ବେଲପଡା ସ୍ଥାନୀୟ ଆଇଆଇଟି ନିକଟରେ ଥିବା ସମ୍ବଲପୁରୀ କପଡା ଦୋକାନରେ ନିଆଁ ଲାଗି ଲକ୍ଷାଧିକ କପଡା ପୋଡ଼ି ନଷ୍ଟ ହୋଇ ଥିବା ଜଣାପଡିଛି । ସୂଚନା ଅନୁସାରେ ବେଲପଡା ଚନ୍ଦ୍ରଶେଖର ମେହେରଙ୍କ ଷ୍ଟଲରେ ଦୀର୍ଘ ୪ ବର୍ଷ ଧରି ବେଲପଡାର ସାହାରା ସ୍ୱୟଂ ସହାୟକ ଗୋଷ୍ଠୀ ଉକ୍ତ କପଡା ଦୋକାନ!-->…
Read More...
Read More...