Yearly Archives

2022

କନ୍ଧମାଳ ଜିଲ୍ଲା ଅମଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଦାବୀପତ୍ର ପ୍ରଦାନ

ଫୁଲବାଣୀ :- କନ୍ଧମାଳ ଜିଲାର ଅମଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦଫା ଦାବୀପତ୍ର କନ୍ଧମାଳ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ଏଠାରେ ସୂଚନାଯୋଗ୍ୟ ଯେ୨୦୧୭ ମସିହାରେ ସରକାର ଜିଲ୍ଲା ସ୍ତରୀୟ କନିଷ୍ଠ ସହାୟକ ମାନଙ୍କର ପ୍ରବେଶିକା ଶିକ୍ଷାଗତ ଯୋଗ୍ୟତା ସ୍ନାତକଡିଗ୍ରୀ ସହିତ
Read More...

କ୍ରୀଡାର ବିକାଶ ପାଇଁ ବୈଠକ ଅନୁଷ୍ଠିତ

ଫୁଲବାଣୀ/ଘୁ.ଉଦୟଗିର :- ୟୁଥ ୱାରିୟର ଯୁବ ସଂଗଠନ ମାଧ୍ୟମରେ ଟିକାବାଲି ବସ ଷ୍ଟାଣ୍ଡ ସ୍ଥିତ ମା ଭୈରବୀ କଲ୍ୟାଣ ମଣ୍ଡପ ଠାରେ କ୍ରୀଡାର ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଟିକାବାଲି ବ୍ଲକର କଣ ଅନୁକଣରେ କିପରି କ୍ରୀଡା ଓ କ୍ରୀଡ଼ାବିତଙ୍କ ବିକାଶ କରାଯିବ
Read More...

ଅଧ୍ୟକ୍ଷା ଓ ଇଓଙ୍କ ଉପସ୍ଥିତିରେ ଏନଏସି କ୍ଷେତ୍ର ପରିଦର୍ଶନ କଲେ ଓଡ଼ିଶା ଅର୍ବାନ ହାଉସିଂ ମିଶନ ଟିମ

ଘୁ.ଉଦୟଗିରି: ଓଡ଼ିଶା ଅର୍ବାନ ହାଉସିଂ ମିଶନର ଟିମ୍‌ ଲିଡର ପାର୍ଥସାରଥୀ ସାହୁଙ୍କ ନେତୃତ୍ୱରେ ରାଜ୍ୟ ପ୍ରତିନିଧି ଦଳ ପ୍ରଥମେ କ୍ଷେତ୍ର ପରିଦର୍ଶନ କରିଥିଲେ । ଏହି ସମୟରେ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାନୁପ୍ରଭା ମିଶ୍ର, ନିର୍ବାହୀ ଅଧିକାରୀ ଇତିଶ୍ରୀ ଷଡ଼ଙ୍ଗୀ, କନିଷ୍ଠ ଯନ୍ତ୍ରୀ ସସ୍ମିତା
Read More...

ଆସନ୍ତାକାଲି ପ୍ରଥମାଷ୍ଟମୀ, ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ

ପୁରୀ : ଆସନ୍ତାକାଲି ପ୍ରଥମାଷ୍ଟମୀ । ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଏଥିପାଇଁ ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳି ଶ୍ରୀମାଧବନନ୍ଦଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର । ଏହି ଭାରରେ ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ କାଠ,
Read More...

ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସର୍ଗିଫୁଲ ୨୦୨୨ ଅନୁଷ୍ଠିତ

ନନ୍ଦାହାଣ୍ଡି,୧୫/୧୧- ଆଜି ନନ୍ଦାହାଣ୍ଡି ବ୍ଲକ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୋଟ୍ରାଗୁଡା ଠାରେ ପଞ୍ଚାୟତ ସମିତି ସ୍ତରୀୟ ଶିଶୁ ମହୋତ୍ସବ ସର୍ଗିଫୁଲ ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚୀତ ଜନଜାତି ଓ ଅନୁସୂଚୀତ ଜାତି ବିଭାଗ ଓଡ଼ିଶା ସରକାରଙ୍କ ତରଫରୁ ମଙ୍ଗଳ
Read More...

ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ଅଧିବେଶନ ଉଦଯାପିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ପରିସରରେ ଭାଷା ସାହିତ୍ୟ କଳା ସଂସ୍କୃତିକୁ ଗଣାଭିମୁଖୀ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରି ଆସୁଥିବା ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ଦ୍ୱିଦିବସୀୟ ଅଧିବେଶନ ଉଦଯାପିତ ହୋଇଯାଇଛି । ସମ୍ମିଳନୀର
Read More...

କଳାହାଣ୍ଡି ଜିଲ୍ଲା ଅମଲା ସଂଘ ତରଫରୁ ଏକ ଦଫା ଦାବି ନେଇ ଶୋଭାଯାତ୍ରା

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଆମଲା ସଂଘ ଶାଖା ପକ୍ଷରୁ ସ୍ଥାନୀୟ ଆମଲା ଭାବନରୁ ୩୦୦ରୁ ଉଦ୍ଧ୍ୱର୍ କର୍ମଚାରୀ ଏକ ରାଲିରେ ବାହାରି ସହରର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏକ ଦଫା ଦାବି ସମ୍ବଳିତ
Read More...

ଜାତୀୟ ପ୍ରେସ ଦିବସ ଉପଲକ୍ଷେ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରୀୟ ବକ୍ତୃତା ପ୍ରତିଯୋଗିତା

ବୌଦ୍ଧ,୧୫/୧୧- ସ୍ଥାନୀୟ ଯୋଗେନ୍ଦ୍ରଦେବ ହାଇସ୍କୁଲ ପରିସରରେ ଜାତୀୟ ପ୍ରେସ ଦିବସ ଉପଲକ୍ଷେ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରୀୟ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜୁନିଅର ସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତାରେ ଆର୍ଯ୍ୟ ନାରାୟଣ ଦେବ, ସେଣ୍ଟ
Read More...

ରାସ୍ତାକଡରୁ ଉଦ୍ଧାର ଶିଶୁଙ୍କୁ ବିଦ୍ୟାଳୟରେ ଭର୍ତ୍ତିକଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର,୧୫/୧୧- ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜିଲ୍ଳା ପ୍ରଶାସନ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ନନ୍‌ହେ ଫରିସ୍ତେ "ମୁଁ ବି ପଢ଼ିବି’ କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଶୁଭାରମ୍ଭ କରିଛନ୍ତି । ସୁରେଶ୍ୱରୀ ପ୍ରାଥମିକ ବିଦ୍ୟାଳୟ
Read More...

ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ବୀର୍ସା ମୁଣ୍ଡା ଜୟନ୍ତୀ ପାଳନ

ପାଟଣାଗଡ଼:ପାଟଣାଗଡ଼ ସ୍ଥାନୀୟ ବ୍ରହ୍ମପୁରା ଆଦିବାସୀ ଭବନ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଆନୁକୂଲ୍ୟରେ ୧୪୭ତମ ସହିଦ ବୀର ବୀର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ରାଜ୍ୟସଭା ସାଂସଦଙ୍କ ପାଟଣାଗଡ଼ ବ୍ଲକ ପ୍ରତିନିଧି ଶ୍ରୀମତୀ ସନ୍ତୋସିନୀ ବିଶିଙ୍କ ଅଧ୍ୟକ୍ଷତାରେ ସଭା
Read More...