ପଞ୍ଚାୟତ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ
ଘୁ ଉଦୟଗିରି: ସ୍ଥାନୀୟ ବ୍ଲକ ଅଧିନରେ ଥିବା କତିଙ୍ଗିଆ ପଞ୍ଚାୟତର ଟିଆଙ୍ଗିଆ ଏମଇ ସ୍କୁଲ୍ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ କ୍ରୀଡା ପ୍ରତଯୋଗିତା ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମରେ ସ୍କୁଲର ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ବିଭିନ୍ନ ଖେଳକୁଦ ଯଥା କବାଡି,ଖୋ ଖୋ,ଫୁଟବଲ,ଓ ବେଡ୍!-->…
Read More...
Read More...