Monthly Archives

January 2023

ହରଭଙ୍ଗା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ ଓ ଲୋଗୋ ଉନ୍ମୋଚନ

ହରଭଙ୍ଗା,୨୪/୧: - ଆସନ୍ତା ଜାନୁଆରୀ ୨୭ ରୁ ୩୧ ପର୍ଯ୍ୟନ୍ତ ହରଭଙ୍ଗାସ୍ଥିତ ଖେଳ ପଡିଆରେ ପ୍ରଥମଥର ପାଇଁ ଅନୁଷ୍ଠିତ ହେବାକୁ ଯାଉଛି ହରଭଙ୍ଗା ମହୋତ୍ସବ । ଏହି ଅବସରରେ ମଙ୍ଗଳବାର ଶୁଭଖୁଣ୍ଟିି ସ୍ଥାପନ ଏବଂ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିôଲା । ଏହି କାର୍ଯ୍ୟକ୍ରମରେ
Read More...

ମହିଳା ମହାବିଦ୍ୟାଳୟ ଠାରେ ଜାତୀୟ କନ୍ୟା ଦିବସ ପାଳିତ

ପାରଳାଖେମୁଣ୍ଡି : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ,ଗଜପତି ତରଫରୁ ମହିଳା ମହାବିଦ୍ୟାଳୟର ୨୦୦ରୁ ଉଦ୍ଧ୍ୱର୍ ଛାତ୍ରୀଙ୍କୁ ନେଇ ଜାତୀୟ କନ୍ୟା ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ମୁଖ୍ୟ ଅତିଥି ସମ୍ମାନିତ ଅତିଥି ଭାବେ ମହାବିଦ୍ୟାଳୟର
Read More...

ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ସୁବର୍ଣ୍ଣପୁର -ଆଜି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସୁବର୍ଣ୍ଣପୁରଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ସୁବର୍ଣ୍ଣପୁର ଓ ସମଗ୍ର ଶିକ୍ଷା,ସୁବର୍ଣ୍ଣପୁରର ମିଳିତ ଆୟୋଜନରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡାକ୍ତର
Read More...

ବିଜେପି ପକ୍ଷରୁ କଣ୍ଟାମାଳ ବ୍ଲକ ଘେରାଓ

ବୌଦ୍ଧ,୨୪/୧- ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହ ଯୋଗାଣରେ ରାଜ୍ୟ ସରକାର ଚଞ୍ଚକତା ଓ ଅନିୟମିତତା କରିଥିବା ପ୍ରତିବାଦରେ ଆଜି କଣ୍ଟାମାଳ ବ୍ଲକ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀଯୁକ୍ତ କହ୍ନାଇ ଚରଣ ଡାଙ୍ଗଙ୍କ ନେତୃତ୍ୱରେ ଘେରାଓ କରାଯାଇଥିଲା । ରାଜ୍ୟ ସରକାର ବିରୋଧୀ ନାରା ସହିତ
Read More...

ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କଲେ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଆମ୍ବାନୀ

ପୁରୀ : ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଆମ୍ବାନୀ । ଆଜି ଅପରାହ୍ନରେ କଡା ସୁରକ୍ଷା ବଳୟ ମଧ୍ୟରେ ଅନନ୍ତ ଆମ୍ବନୀ ଶ୍ରୀମନ୍ଦିରଠାରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ପୁଷ୍ପଗୁଚ୍ଛ
Read More...

କୋକସରାରେ ଜାତୀୟ ବାଳିକା ଦିବସ ପାଳିତ

କୋକସରା,୨୪/୧- କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ପ୍ରଶାସନ ପକ୍ଷରୁ ଆଜି ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ପ୍ରଥମେ ବ୍ଳକ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା । ଏଥିରେ କୋକସରା ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରା, ବିଡ଼ିଓ ଉତ୍ତମ
Read More...

ନବରଙ୍ଗପୁରରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ନବରଙ୍ଗପୁର,୨୪/୧- ଜାତୀୟ ଶିଶୁ କନ୍ୟା ଦିବସ ପାଳନ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଜି ନବରଙ୍ଗପୁର ମିଶନ ଶକ୍ତି ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଶିଶୁ କନ୍ୟା ଦିବସ ପାଳନ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ନୂଆପଡା ଡିଭିଜନର ଦୁଇ ମାଓବାଦୀ ଗିରଫ

ନବରଙ୍ଗପୁର: ମେନପୁର ନୂଆପଡ଼ା ଡିଭିଜନର ଦୁଇ ହାର୍ଡକୋର ମାଓବାଦୀ ଗିରଫ କରି ବଡ ସଫଳତା ହାସଲ କରିଛି ନବରଙ୍ଗପୁର ପୋଲିସ । ଦୁଇ ମାଓବାଦୀ ହେଲେ ପୂଜା ମାଣ୍ଡଭି ଓ ମିଲିସିଆ ହେଉଛନ୍ତି ସୁମୁଦ୍ର ବାଘ । ଦୁଇ ଜଣଙ୍କ ମଧ୍ୟରୁ ଜଣେ ମହିଳା ମିଲିସିୟା ବୋଲି ଜଣାପଡିଛି । ଏନେଇ ପ୍ରେସ୍‌ମିଟରେ
Read More...

ବୌଦ୍ଧରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ବୌଦ୍ଧ,୨୪/୧:- ଆଜି ସ୍ଥାନୀୟ ଟାଉନହଲ ଠାରେ ଜିଲ୍ଲାପ୍ରଶାସନ ତରଫରୁ ଜାତୀୟ କନ୍ୟା ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାସ ଯୋଗଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଘନଶ୍ୟାମ ମେହେର,
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ

ସୁବର୍ଣ୍ଣପୁର: ଧର୍ମଶାଳା ଜୁନିୟର ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଦୀର୍ଘ ଆଠଦିନ ଧରି ଚାଲିଥିବା ଏହି ତାଲିମ ଶିବିରର ପରିସମାପ୍ତି ପର୍ବରେ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ପୁରୁଷୋତ୍ତମ ମିଶ୍ର ଅଧ୍ୟକ୍ଷତା କରିଥିଲେ ।ଏହି ଉଦଯାପନୀ
Read More...