Monthly Archives

February 2023

ଜାତୀୟ ବିଜ୍ଞାନ ଦିବସ ପାଳିତ

ଫୁଲବାଣୀ:- କନ୍ଧମାଳ ଜିଲ୍ଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀଠାରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଇତ୍ୟବସରରେ ବିଦ୍ୟାଳୟର ବିଦ୍ୱତ ପରିଷଦର ସମ୍ପାଦକ ତଥା ମୁଖ୍ୟ ଅତିଥି ସନ୍ତୋଷ କୁମାର ରଥ ଉପସ୍ଥିତ ରହି ମାର୍ଗ ଦର୍ଶନ କରିଥିଲେ । ପ୍ରାୟ ୭୦୦ ଶିଶୁ ବିଭିନ୍ନ…
Read More...

କଳସ ଯାତ୍ରା ସହ ଆରମ୍ଭ ହେଲା ଚଣ୍ଡି ମନ୍ଦିର ପ୍ରତିଷ୍ଠା ଉତ୍ସବ

ଜହ୍ନାପଙ୍କ,୨୮/୨: ବୌଦ୍ଧ ବ୍ଳକ ଲଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଚଣ୍ଡିତଳର ନିର୍ମାଣ ହୋଇଥିବା ଚଣ୍ଡି ମନ୍ଦିରର ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ଆରମ୍ଭ ହୋଇଛି । ପୂର୍ବାହ୍ନ ୧୦ ଟାରେ ଚନ୍ଦ୍ରପୁର ଲଷ୍ମୀସାଗରରେ ଗଙ୍ଗା ମାତାଙ୍କୁ ଆବାହନ କରି ଶତାଧିକ ମହିଳା, ଯୁବତୀମାନେ କଳସୀରେ ଜଳ ଧରି ଏକ…
Read More...

ବୀର ସୁରେନ୍ଦ୍ର ସାଏଙ୍କ ପୂଣ୍ୟତିଥି ଅବସରରେ ସଫେଇ ଅଭିଯାନ

ସମ୍ବଲପୁର: ମହାନ ସ୍ୱାଧୀନତା ସଂଗ୍ରାମୀ ଜାତୀୟ ବୀର ସୁରେନ୍ଦ୍ର ସାଏଙ୍କର ୧୩୯ ତମ ପୁଣ୍ୟତିଥି ଅବସରେ ଆଜି ସାମାଜିକ ଏବଂ ସାଂସ୍କୃତିକ ସଂଗଠନ ଭାରତୀ ସମାଜ ଓ ପଶ୍ଚିମାଞ୍ଚଳ ଏକତା ମଂଚ ତରଫରୁ ବୁଢାରାଜା ପାହାଡ ଉପରେ ସଫେଇ ଅଭିଯାନ କରାଯାଇଥିଲା । ଏହି ଅବସରରେ ଉଲଗୁଲାନ ସ୍ମାରକୀ ନିକଟରେ…
Read More...

ନନ୍ଦନବନରେ ୧୧ ଠେକୁଆଙ୍କ ମୃତ୍ୟୁ, ବନବିଭାଗର କାର୍ଯ୍ୟ ଉପରେ ଉଠିଲା ପ୍ରଶ୍ନ

ହରଭଙ୍ଗା : ବୌଦ୍ଧ ବନଖଣ୍ଡ ସଦର ରେଞ୍ଜ ଅନ୍ତର୍ଗତ ବୀରନରସିଂହପୁରଠାରେ ଥିବା ନନ୍ଦନବନ ପରିସରରେ ୧୧ ଗୋଟି ଠେକୁଆଙ୍କ ମୃତ୍ୟୁ ହୋଇଯାଇଥିବା ଆଜି ସକାଳେ ଦେଖିବାକୁ ମିଳିଛି । ଠେକୁଆଙ୍କ ସାମୂହିକ ମୃତ୍ୟୁ କିଭଳି ଓ କେମିତି ହେଲା ତାକୁ ନେଇ ପରିବେଶ ଓ ପ୍ରାଣୀପ୍ରେମୀ ମାନଙ୍କ ମଧ୍ୟରେ…
Read More...

ପିଜୁଳି ଚାଷ କରି ଲାଭବାନ ହେଲେ ମୋହନ ପାତ୍ର

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ଗ୍ରାମ ପଞ୍ଚାୟତର ମଧୁସୂଦନପୁର ଗ୍ରାମରେ ପିଜୁଳି ଚାଷ କରି ବର୍ଷକୁ ୪ ରୁ ୫ ଲକ୍ଷ ଟଙ୍କା ରୋଜଗାରକ୍ଷମ ହୋଇପାରୁଥିବାର ଜଣାପଡିଛି । ଏହି ପିଜୁଳି ପ୍ଲାଣ୍ଟେସନ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ…
Read More...

ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ପୂର୍ବତନ ସରପଞ୍ଚଙ୍କୁ ଜେଲଦଣ୍ଡ

ଫୁଲବାଣୀ : ମନରେଗା ଯୋଜନାର ଅର୍ଥ ଆତ୍ମସାତ ଅଭିଯୋଗରେ ଫୁଲବାଣୀ ଭିଜିଲାନ୍ସ ଅଦାଲତ ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ସରପଞ୍ଚଙ୍କୁ ଜେଲଦଣ୍ଡ ଆଦେଶ ଶୁଣାଇଛନ୍ତି । ନିର୍ବାହୀ ଅଧିକାରୀଙ୍କୁ ୪ ବର୍ଷ ଜେଲ ହୋଇଥିବା ବେଳେ ସରପଞ୍ଚଙ୍କୁ ୨ ବର୍ଷ ସଜ୍ଜା ଦେଇଛନ୍ତି ଭିଜିଲାନ୍ସ ଅଦାଲତ । ସୂଚନା…
Read More...

ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାସ କଲା ବାଲିଗୁଡ଼ା ପୋଲିସ୍‌ ,ନଗଦ ଟଙ୍କା ସହ ମାରଣାସ୍ତ୍ର ଓ ଚୋରି ମୋଟରସାଇକେଲ ଜବତ

ବାଲିଗୁଡ଼ା: ୬ଜଣିଆ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାସ କଲା ବାଲିଗୁଡ଼ା ପୋଲିସ୍‌ । ଏନେଇ ବାଲିଗୁଡ଼ା ଏସଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ୍‌, ଗୋଟିଏ ଛୁରୀ, ଦୁଇଟି ମୋବାଇଲ୍‌ ସମେତ ଗୋଟିଏ ଚୋରି…
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ଅବନ୍ତିପୋରାରେ ଏନକାଉଣ୍ଟର । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଅବନ୍ତିପୋରାରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ନେଇ ସୂଚନା ମିଳିବା ପରେ ସୋମବାର…
Read More...

ବିରୋଧୀଙ୍କ ହୋହାଲ୍ଲା, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ବିଧାନସଭା ବଜେଟ୍‌ ଅଧିବେଶନ । ଅପରାହ୍ନ ୪ଟା ଯାଏଁ ବିଧାନସଭାକୁ ମୁଲତବୀ ରଖିଲେ ବାଚସ୍ପତି । କଂଗ୍ରେସ ଓ ବିଜେପି ସଦସ୍ୟଙ୍କ ହୋହାଲ୍ଲା ପରେ ଏପରି ନିଷ୍ପତ୍ତି ନେଇଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଖବର ଅନୁଯାୟୀ, ବିଧାନସଭାରେ ଶୁନ୍ୟକାଳରେ ବିରୋଧୀ ବିଜେପି ଓ…
Read More...

ପାରିବାରିକ କଳହର କରୁଣ ପରିଣତି ; ସ୍ତ୍ରୀକୁ ମାରିଲା, ନିଜେ ମଲା

ସୋର : ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ପିଟିପିଟି ମାରିବା ପରେ ନିଜ ବିଷ ପିଇ ଜୀବନ ହାରିଲା ସ୍ୱାମୀ । ଘଟଣା ଘଟିଛି ଭଦ୍ରକ ଖଇରା ଥାନା ତିଳଦା ଗାଁରେ । ପାରିବାରିକ କଳହରୁ ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ । ସୂଚନା ଥାଉକି, କୌଣସି କାରଣରୁ ସ୍ୱାମୀ ଓ ସ୍ତ୍ରୀଙ୍କ…
Read More...