ସୁପ୍ରିମ୍କୋର୍ଟଙ୍କ ଦ୍ବାରସ୍ଥ ହେଲେ ମନୀଷ ସିସୋଦିଆ
ନୂଆଦିଲ୍ଳୀ: ଅବକାରୀ ଦୁର୍ନୀତିରେ ନିଜ ଗିରଫଦାରୀ ବିରୋଧରେ ମଙ୍ଗଳବାର ସୁପ୍ରିମ୍କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଦିଲ୍ଳୀର ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଭାରତର ପ୍ରଧାନ ବିଚାରପତିଙ୍କ ସମ୍ମୁଖରେ ଏହି ବିଷୟ ଉଲ୍ଲେଖ କରାଯିବ। ମନୀଷ ସିସୋଦିଆଙ୍କୁ ରବିବାର ସିବିଆଇ ଗିରଫ କରିବା ପରେ…
Read More...
Read More...