Monthly Archives

February 2023

ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମରୁ ଫେରିଥିବା ଯୁବକ ଯୁବତୀଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୩/୨:- କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ଅଧିନସ୍ତ ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ଓ କେନ୍ଦ୍ର ସରକାରଙ୍କ ଗୃହମନ୍ତ୍ରଣାଳୟ କଳାହାଣ୍ଡି ୬୪ ବାଟାଲିୟନ, ସିଆରପିଏଫର ମିଳିତ ଉଦ୍ୟମକ୍ରମେ ୧୪ ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମରେ କଳାହାଣ୍ଡି
Read More...

ବୌଦ୍ଧ ଜିଲ୍ଲାରେ ଆରମ୍ଭହେଲା ଅଷ୍ଟିଓପାଥି ଚିକିତ୍ସା

ବୌଦ୍ଧ,୩/୨:- ବୌଦ୍ଧ ସହରର ଫିଜିଓଥେରାପି କେନ୍ଦ୍ର ନିକଟରେ ଅଷ୍ଟିଓପାଥି ଚିକିତ୍ସା ଫେବୃଆରୀ ୨ ତାରିଖରୁ ଆରମ୍ଭ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ଯୋଗଦେଇ ଫିତାକାଟି ଚିକିତ୍ସାର ଶୁଭାରମ୍ଭ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିମିୟତା ନେଇ ବିଜେପିର ବିକ୍ଷୋଭ ପ୍ରଦର୍ଶନ

ପାଟଣାଗଡ଼,୩/୨:- ବଲାଙ୍ଗୀର ଜିଲ୍ଲା ପାଟଣାଗଡରେ ୨୦୧୧ ଜନଗଣନା ଭିତ୍ତିରେ କେନ୍ଦ୍ର ସରକାର ଆବାସଘର ଲାଗୁ କରିଥିବାରୁ ବତ୍ତମାନ ପ୍ରାୟ ସମସ୍ତ ଗାଁରେ ଅନେକ ଯୋଗ୍ୟ ହିତାଧିକାରୀ ଏଥିରୁ ବଞ୍ଚିତ ହୋଇଛନ୍ତି ଏଣୁ ସରକାର ନୂତନ ସର୍ଭେକରି ପଞ୍ଜିକୃତ ହିତାଧିକାରୀଙ୍କୁ ତାଲିକାରେ ସାମିଲ
Read More...

ମହିଳା ଜନ ସୁରକ୍ଷା ମଞ୍ଚ ତରଫରୁ ବିଭିନ୍ନ ଗ୍ରାମ ଗୁଡିକର ସମସ୍ୟା ସମାଧାନ ନିମନ୍ତେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ନନ୍ଦାହାଣ୍ଡି ,୩/୨:- ଆଜି ମହିଳା ଜନ ସୁରକ୍ଷା ମଞ୍ଚ ତରଫରୁ ବିଭିନ୍ନ ଗ୍ରାମ ଗୁଡିକର ସମସ୍ୟାର ସମାଧାନ ନିମନ୍ତେ ଏକ ଦାବିପତ୍ର ନବରଙ୍ଗପୁର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି । ନବରଙ୍ଗପୁର ଜିଲ୍ଲାର ୬ ଗୋଟି ବ୍ଲକର ୨୪୨ ଗୋଟି ଗ୍ରାମରେ ସ୍ୱଚ୍ଛ ଗ୍ରାମ ସର୍ବେକ୍ଷଣ କରାଯାଇଥିଲା । ଉକ୍ତ
Read More...

ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍‌,୨୩ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ଜଣେ ଗିରଫ

ବାଲିଗୁଡ଼ା,୩/୨: ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍‌ । ଜଣେ ଚାଲାଣକାରୀକୁ ଗିରଫ କରିଥିବାବେଳେ ଚାଲାଣକାରୀ ନିକଟରୁ ୨୩କେଜି ୧୫୦ ଗ୍ରାମ ଓଜନର ଗଞ୍ଜେଇ ଜବତ କରିଛି ଦାରିଙ୍ଗବାଡି ପୋଲିସ୍‌ । ସୂଚନା ପ୍ରକାରେ ଦାରିଙ୍ଗବାଡି ଥାନା ଆଇଆଇସି କୌଶିକ ମାଝୀଙ୍କ
Read More...

ରବୀନ୍ଦ୍ର କୁମାର ଦାସଙ୍କୁ “ସାମ୍ବାଦିକ ଗୌରବ ସମ୍ମାନ’

ବାଲିଗୁଡ଼ା,୩/୨: କନ୍ଧମାଳ ଜିଲ୍ଲାର ପୁରୁଖା ସାମ୍ବାଦିକ ରବୀନ୍ଦ୍ର କୁମାର ଦାସ (ରବି ଭାଇ)ଙ୍କୁ ଚଳିତବର୍ଷର ମର୍ଯ୍ୟାଦାପୂର୍ଣ୍ଣ "ସାମ୍ବାଦିକ ଗୌରବ ସମ୍ମାନ’ ପାଇବାକୁ ମନୋନୀତ ହୋଇଛନ୍ତି । କନ୍ଧମାଳ ଭଳି ପଛୁଆ ଜିଲ୍ଲାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଜନଜୀବନ ଆଧାରିତ ବହୁ ଖବର ସଂଗ୍ରହ ତଥା
Read More...

ଦ୍ୱିତୀୟ ଗନ୍ଧରାଢୀ ଲୋକକଳା ପାଇଁ ଶୁଭଖମ୍ବ ସ୍ଥାପନ

ବୌଦ୍ଧ,୩/୨:- ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରାସାଦ ପଂଚାୟତ ଜଗତି ହାଇସ୍କୁଲ ଖେଳପଡିଆ ଠାରେ ଐତିହାସିକ ଗନ୍ଧରାଢୀ ଲୋକ କଳା ମହୋତ୍ସବ ନିମନ୍ତେ ଶୁଭ ଖମ୍ବ ସ୍ଥାପନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭା ଉପ ବାଚସ୍ପତି ରଜନୀକାନ୍ତ ସିଂ, ସମ୍ମାନିତ ଅତିଥି ଭାବେ
Read More...

ପାଣି ପଞ୍ଚାୟତ ସଚେତନତା ରଥକୁ ଶୁଭ ଉଦଘାଟନ କଲେ ଗଜପତି ଜିଲ୍ଲାପାଳ

ପାରଳାଖେମୁଣ୍ଡି,୩/୨- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପାଣି ପଞ୍ଚାୟତ ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କଲେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା । ଏହି ସଚେତନତା ରଥ ୭ ଟି ବ୍ଲକ ପରିକ୍ରମା କରି ଚାଷୀଙ୍କୁ
Read More...

ହରଭଙ୍ଗା ମଣ୍ଡଳ ବିଜେପିର କାର୍ଯ୍ୟକାରିଣୀ ବୈଠକ

ହରଭଙ୍ଗା,୩/୨:- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ କୁଶଙ୍ଗ ପଂଚାୟତର ପୈଦାଭୂଇଁ ଠାରେ ହରଭଙ୍ଗା ମଣ୍ଡଳ ବିଜେପି ସଭାପତି ତପନ କୁମାର ଡାଙ୍ଗଙ୍କ ଅଧ୍ୟକ୍ଷତାରେ ଆଜି ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଅତିଥି ଭାବେ ପ୍ରାକ୍ତନ ବିଜେପି ସଭାପତି
Read More...

ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ କଲ୍ୟାଣ ସମିତିର ବାର୍ଷିକ ବୈଠକ

ପାଟଣାଗଡ଼,୩/୨:- ପାଟଣାଗଡ଼ ଉପଖଣ୍ଡ ଡ଼ାକ୍ତରଖାନା ଅଧିନରେ ଥିବା ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀକଲ୍ୟାଣ ସମିତିର ବାର୍ଷିକ ବୈଠକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ସରୋଜ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଳକ ଅଧ୍ୟକ୍ଷ ନୀଳକାନ୍ତ ବାଗ, ବିଡ଼ିଓ
Read More...