Monthly Archives

February 2023

୩ରୁ ଫୁଲବାଣୀ ଜ଼ିଲ୍ଲା ଲେଖକ ସାମ୍ମୁଖ୍ୟ ପୁସ୍ତକ ମେଳାର ରୌପ୍ୟ ଜୟନ୍ତୀ ସମାରୋହ

ଫୁଲବାଣୀ :- କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଦ୍ୱାରା ଆସନ୍ତା ମାର୍ଚ୍ଚ ୩ ତାରିଖରୁ ମାର୍ଚ୍ଚ ୧୨ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଏଜେଓ ହାଇସ୍କୁଲ ପଡିଆ ( ବି. ଟିମ ପଡିଆ ) ଠାରେ ଦଶଦିନ ବ୍ୟାପୀ ପୁସ୍ତକ ମେଳା ଅନୁଷ୍ଠିତ ହେବ । ଏଥିରେ ଓଡ଼ିଶାର
Read More...

ଜିଲ୍ଲା ସ୍ତରୀୟ କୃଷକ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଜିଲ୍ଲା ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲା ସ୍ତରୀୟ କୃଷକ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରଶିକ୍ଷଣ
Read More...

ଜୟପୁର-ନବରଙ୍ଗପୁର ରେଳ ସଂଯୋଗୀକରଣ ପାଇଁ ଜମି ଅଧିଗ୍ରହଣ ନିମନ୍ତେ ଜନଶୁଣାଣି ବୈଠକ

ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ସିନ୍ଧିଗୁଡା ପଞ୍ଚାୟତ ଅନ୍ତର୍ଗତ ନୀଳକଣ୍ଠଗୁଡା ଗ୍ରାମ ଠାକୁରାଣୀ ମନ୍ଦିର ପରିସରରେ ଜୟପୁରନବରଙ୍ଗପୁର ନୂତନ ଓସାରିଆ ରେଳ ସଂଯୋଗୀକରଣ ପ୍ରକଳ୍ପ ପାଇଁ ଘରୋଇ ଜମି ଅଧିଗ୍ରହଣ ନିମନ୍ତେ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ
Read More...

ସ୍କୁଲ ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଲିଖିତ ପୁସ୍ତକ “ଏଗ୍‌ଜାମ୍‌ ୱାରିୟର୍ସ” ବଣ୍ଟନ

ସମ୍ବଲପୁର: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଲିଖିତ “ଏଗ୍‌ଜାମ୍‌ ୱାରିୟର୍ସ” ପୁସ୍ତକ ସମ୍ବଲପୁର ଜିଲ୍ଲାର ବିଭିନ୍ନ ସରକାରୀ ଓ ବେସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରାଯାଇଛି । ଏହି ପୁସ୍ତକ ପାଇବା ପରେ ଛାତ୍ରଛାତ୍ରୀମାନେ ଖୁସିବ୍ୟକ୍ତ କରିବା ସହ
Read More...

ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ଓ ସ୍ମାରକୀ ସଂଗ୍ରହାଳୟ ଲୋକାର୍ପଣ

ପୁରୀ : ନୂଆରୂପ ପାଇଛି ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ଜନ୍ମମାଟି ସୁଆଣ୍ଡୋ । ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୫ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ମଧ୍ୟରେ ଗୋପବନ୍ଧୁଙ୍କ ଜନ୍ମ ପୀଠରେ ଥିବା ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ
Read More...

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ

ପୁରୀ : ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ । ଭିଜିଲାନ୍ସର ଦୁଇଜଣିଆ ଟିମ୍‌ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘରେ ଓ ଆପାର୍ଟମେଣ୍ଟର ଫ୍ଲାଟରେ ଚଢାଉ କରିଛନ୍ତି । ପୁରୀ ଦାମୋଦର
Read More...

ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟିଲା ବାଲି ବୋଝେଇ ହାଇୱା

ହରଭଙ୍ଗା : ପୁରୁଣାକଟକ ଥାନା ଚାରିଛକ- ଛତ୍ରଙ୍ଗ ପୂର୍ତ୍ତରାସ୍ତାର ପୁରୁଣା କଟକ ଥାନା ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ଏକ ବାଲି ବୋଝେଇ ହାଇୱା ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିବା ଜଣାପଡିଛି । ସୂଚନା ମତେ ଗତକାଲି ରାତ୍ରିରେ ହରଭଙ୍ଗାରୁ ବାଲି ବୋଝଇ ହୋଇ (ଓଡି ୩୨ସି୮୮୯୨)
Read More...

ଜିଲା ପ୍ରେସ କ୍ଳବଠାରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

ଫୁଲବାଣୀ : ଭାଷା ଆନ୍ଦୋଳନ କନ୍ଧମାଳ ପକ୍ଷରୁ ଜିଲା ପ୍ରେସ କ୍ଳବ ଠାରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ବରିଷ୍ଠ ନାଗରିକ ଅବସରପ୍ରାପ୍ତ କମାଣ୍ଡାଣ୍ଟ ନବୀନ କିଶୋର ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଭାଷା ଆନ୍ଦୋଳନର ଆବାହକ ଅଶୋକ ପରିଡା କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାରମ୍ଭିକ
Read More...

ବାଲିଗୁଡ଼ା ପୋଲିସକୁ ବଡ଼ ସଫଳତା, ପେଟ୍ରୋଲିଂ ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ବଡ଼ ସଫଳତା । ପେଟ୍ରୋଲିଂ କରୁଥିବା ସମୟରେ ସୂଚନା ପାଇ ବିପୁଳ ପରିମାଣର ବେଆଇନ୍‌ ଗଞ୍ଜେଇ ଜବତ କରିଛି ପୋଲିସ୍‌ । ଗଞ୍ଜେଇ ଚୋରା ଚାଲାଣ ପାଇଁ ଗଚ୍ଛିତ ରଖାଯାଇଥିବା ବେଳେ ଗଞ୍ଜେଇକୁ ଜବତ କରିଛି ପୋଲିସ୍‌ । ସୂଚନା ପ୍ରକାରେ ପୋଲିସ୍‌
Read More...

ମହିଳା ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବିଡିଓଙ୍କୁ ୭ ଦଫା ଦାବିପତ୍ର ପ୍ରଦାନ

ଦଶପଲ୍ଲା : ୭ ଦଫା ଦାବି ନେଇ ବୁଧବାର ଦିନ ମହିଳା ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ଏକ ଦାବିପତ୍ର ବିଡ଼ିଓଙ୍କୁ ପ୍ରଦାନ କରାଯାଇଛି । ମହିଳା ଜୀବିକା ସୁରକ୍ଷା ମଂଚର ସଂଯୋଜକ କୁନାକାନ୍ତ ନାଏକଙ୍କ ନେତୃତ୍ୱରେ ମହିଳା ଜୀବିକା ସୁରକ୍ଷା ମଂଚ ର ସଦସ୍ୟ ମାନେ ଦଶପଲ୍ଲା ବ୍ଲକ ପରିସରରେ ପହଞ୍ଚି
Read More...