Monthly Archives

March 2023

ନାନପୁରରୁ ସନ୍ଦିଗ୍ଧ ପାରା ଉଦ୍ଧାର

ପୁରୀ : ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ନାନପୁରରୁ ଏକ ସନ୍ଦିଗ୍ଧ ପାରାକୁ ଉଦ୍ଧାର କରାଯାଇଛି । ପାରା ଗୋଡରେ ତିନିଟି ରିଙ୍ଗ ରହିଛି । ଯେଉଁଥିରେ କି ଇଂରାଜୀରେ READY BSP DN ଲେଖାଯାଇଛି । ସେହିପରି ଆଉ ଏକ ରିଙ୍ଗରେ ୩୧ ଲେଖା ଯାଇଛି । ପାରା ପର ଭିତରେ ମଧ୍ୟ ଷ୍ଟାମ୍ପ ମରାଯାଇଛି । ଗତ ୮
Read More...

ଦ୍ୱିତୀୟ ଦିନରେ ପହଞ୍ଚିଲା ଡ୍ରାଇଭର ମହାସଂଘ ଆନ୍ଦୋଳନ, ପୁରୀରେ ଯାତ୍ରୀ ହନ୍ତସନ୍ତ

ପୁରୀ : ଦ୍ୱିତୀୟ ଦିନରେ ପହଞ୍ଚିଛି ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ । ଡ୍ରାଇଭର ମାନଙ୍କ ପାଇଁ ବୀମା, ପେନସନ ସୁବିଧା, ସାମାଜିକ ନିରାପତ୍ତା, ରାସ୍ତାକଡରେ ଶୌଚାଳୟ ଓ ବିଶ୍ରାମ ଘର ନିର୍ମାଣ ସମେତ ଦଶ ଦଫା ଦାବି ନେଇ ଡ୍ରାଇଭର ମହାସଂଘ ଷ୍ଟିଅରିଂ ଛାଡ଼ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଶହ
Read More...

ନକ୍ସଲ ପ୍ରବଣ ଅଞ୍ଚଳରେ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ବିଏସଏଫ କ୍ୟାମ୍ପର ପରିଦର୍ଶନ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଗୋଛାପଡା ଅଞ୍ଚଳରେ ନୂତନ ଭାବେ ଅବସ୍ଥାପିତ ହେଇଥିବା ବିଏସଏଫ କ୍ୟାମ୍ପକୁ କିଛି ଉଚ୍ଚ ପଦସ୍ଥ ଅଧିକାରୀ କ୍ୟାମ୍ପ ପରିଦର୍ଶନ କରିବାକୁ ପହଞ୍ଚିଥିଲେ । ଡିଜି କମାଣ୍ଡ ଅନୁରାଗ ଗାର୍ଗ (ନୟା ରାୟପୁର), ଧନେଶ୍ୱର କୁମାର ଶର୍ମା (ଆଇଜି ଏଫଟିଆର ବିଏସଏଫ ଭୁବନେଶ୍ୱର),
Read More...

ଦ୍ୱିତୀୟ ଦିନରେ ପହଞ୍ଚିଲା ଡ୍ରାଇଭର ମହାସଂଘର ଧର୍ମଘଟ, ଅତ୍ୟାବଶ୍ୟକ ସାମଗ୍ରୀ ଚିନ୍ତାରେ ଖାଉଟି, ଯାତ୍ରୀ ହନ୍ତସନ୍ତ

ବାଲିଗୁଡ଼ା: ଡ୍ରାଇଭର ଏକତା ମହାମଞ୍ଚ ଆନୁକୁଲ୍ୟରେ ଗତକାଲି ଅର୍ଥାତ୍‌ ମାର୍ଚ୍ଚ ୧୫ ତାରିଖରୁ ୧୦ ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛି ଓଡ଼ିଶା ଡ୍ରାଇଭର ମହାସଂଘ । ଆଜି ଧର୍ମଘଟ ଦ୍ୱିତୀୟ ଦିନରେ ପହଁଚିଥିବା ବେଳେ କନ୍ଧମାଳ
Read More...

ଧାନ ବିକ୍ରିବଟା ହେଉନଥିବାକୁ ନେଇ ଜିଲ୍ଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଚାଷୀ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଗୋଷାଣି ବ୍ଲକ ତାମ୍ପରକଇଠା ସୋସାଇଟିର କେତେକ ଚାଷୀଙ୍କ ଧାନ ବିକ୍ରିବଟା ହେଉନଥିବାକୁ ନେଇ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହୋଇଥିବାର ଜଣାପଡିଛି । ତାମ୍ପରକଇଠା ସୋସାଇଟି ବା ପ୍ୟାକ୍ସର ସଭାପତି ଜି.ଶ୍ରୀଧର ନାଇଡୁଙ୍କ ନେତୃତ୍ୱରେ ୩୦ରୁ ଉଦ୍ଧ୍ୱର୍ ଚାଷୀ ଖରିଫ
Read More...

ଅଚିହ୍ନା ମହିଳାଙ୍କ ଶବ ଉଦ୍ଧାର

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଯୋଗୀପଥର ନିକଟସ୍ଥ ଖୋର୍ଦ୍ଧା ବଲାଙ୍ଗୀର୫୭ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବୁଧବାର ଜଣେ ଅଚିହ୍ନା ମହିଳାଙ୍କ ଗଳିତ ସବ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ପ୍ରାପ୍ତ ସୂଚନା ମତେ ଆଜି ୫୭ ନମ୍ବର ଜାତୀୟ ରାଜପଥରେ ଯାଉଥିବା କିଛି
Read More...

ଷ୍ଟିୟରିଂ ଛାଡି ଆନ୍ଦୋଳନ, ରାଜରାସ୍ତାକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ

ସୁବର୍ଣ୍ଣପୁର : ଆଜି ଓଡିଶା ଡ୍ରାଇଭର ମହାସଂଘର ଆହ୍ୱାନ କ୍ରମେ ଓ ରାଜ୍ୟ ଡ୍ରାଇଭର ଏକତା ମହାମଞ୍ଚର ନିଷ୍ପତ୍ତି କ୍ରମେ ରାଜ୍ୟର ବିଭିନ୍ନ ସଂଗଠନର ସମର୍ଥନରେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ କରି ରାଜରାସ୍ତାରେ ଗଣ ଧାରଣା ଦେଇଛନ୍ତି ସୁବର୍ଣ୍ଣପୁର ଜ଼ିଲ୍ଲା ଡ୍ରାଇଭର ସଂଘ । ସୁବର୍ଣ୍ଣପୁରର
Read More...

ଡ଼୍ରାଇଭର୍‌ ମହାସଂଘ ଆନ୍ଦୋଳନ, ଖାଉଟି ମୁଣ୍ଡରେ ଚଡକ

ଦଶପଲ୍ଲା : - ସାଧାରଣ ଭାବେ ରାଜ୍ୟରେ କିଛି ପ୍ରାକୃତିକ ବିପର୍ଯ୍ୟୟ ଘଟିବା ଆଶଙ୍କା ପ୍ରକାଶ ପାଇଲେ ବିଭିନ୍ନ ସମୟରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ମୂଲ୍ୟ ହୁହୁ ହୋଇ ବୃଦ୍ଧି ପାଇଥାଏ । ହେଲେ ଏବେ ରାଜ୍ୟରେ ସେପରି କିଛି ବିପର୍ଯ୍ୟୟ ଆଶଙ୍କା ନଥିଲେ ହେଁ ଅତ୍ୟାବଶ୍ୟକ ସାମଗ୍ରୀର ଦର ହୁହୁ
Read More...

ବିଶ୍ୱ ଖାଉଟି ଅଧିକାର ଦିବସ-୨୦୨୩ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ପ୍ରଶାସନ, ଜିଲ୍ଲା ବୈଧ ମାପ-ଓଜନ ବିଭାଗ ଏବଂ ସ୍ୱେଚ୍ଛାସେବୀ ସଂଗଠନ "କଲ୍ୟାଣୀ’ ର ମିଳିତ ଆନୁକୂଲ୍ୟରେ ଫୁଲବାଣୀ ସ୍ଥିତ ଏ.ଜେ.ଓ. ଉଚ୍ଚ ବିଦ୍ୟାଳୟ ହଷ୍ଟେଲପରିସର ମଧ୍ୟରେ ବିଶ୍ୱ ଖାଉଟି ଅଧିକାର ଦିବସ-୨୦୨୩ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ଏକ
Read More...

ଅଂଶୁଘାତର ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ

ବୌଦ୍ଧ,୧୫ା୩ : ବୌଦ୍ଧଜିଲ୍ଲା ସ୍ତରୀୟ ଅଂଶୁଘାତ ମୁକାବିଲା ସଂପର୍କିତ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଆଗାମୀ ଗ୍ରୀଷ୍ମଋତୁରେ ପିଇବା ପାଣି ଓ ଅଂଶୁଘାତର ସଫଳ ମୁକାବିଲା ନିମନ୍ତେ ଆଲୋଚନା ହୋଇଥିଲା । ପ୍ରତ୍ୟେକ ଅଙ୍ଗନୱାଡି
Read More...