Monthly Archives

May 2023

ଟେଷ୍ଟ ର‍୍ୟାଙ୍କିଙ୍ଗ୍‌: ପୁଣି ଶୀର୍ଷରେ ଭାରତ

ନୂଆଦିଲ୍ଲୀ : ଡବ୍ଲ୍ୟୁଟିସି ଫାଇନାଲ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର । ଆଇସିସିର ବାର୍ଷିକ ର‍୍ୟାଙ୍କିଙ୍ଗ୍‌ ଅପଡେଟ ହୋଇଛି । ଫଳରେ ଆଇସିସି ଟେଷ୍ଟ ର‍୍ୟାଙ୍କିଙ୍ଗ୍‌ରେ ଟିମ୍‌ ଇଣ୍ଡିଆ ନମ୍ବର ୱାନ ସ୍ଥାନରେ ପହଞ୍ଚିଛି । ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆସନ୍ତା ଜୁନ୍‌ ୭ରୁ ୧୧ ତାରିଖ
Read More...

ଏନସିପି ସୁପ୍ରିମୋ ପଦରୁ ଇସ୍ତଫା ଦେଲେ ଶରଦ ପାଓ୍ବାର

ମୁମ୍ବାଇ: ଏନସିପି ସୁପ୍ରିମୋ ପଦରୁ ଇସ୍ତଫା ଦେଲେ ଶରଦ ପାଓ୍ବାର । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ନିଷ୍ପତ୍ତି ନେଇଛନ୍ତି ଶରଦ ପାଓ୍ୱାର । ପଦ ଛାଡ଼ିବା ଘୋଷଣା ପରେ ପାଓ୍ବାରଙ୍କ ସମର୍ଥନରେ ନାରାବାଜି । ମୁମ୍ବାଇର ଏକ କାର୍ଯ୍ୟକ୍ରମରେ ପଦ ଛାଡ଼ିବାକୁ ଘୋଷଣା କରିଛନ୍ତି ପାଓ୍ୱାର ।
Read More...

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌ ପୋଲିସ ଷ୍ଟେସନ

ଭୁବନେଶ୍ବର : ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି ଏବଂ ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।
Read More...

ଜୋରସରରେ ଚାଲିଛି ମହାବାହୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ : ବିଶ୍ୱକର୍ମାଙ୍କ ହାତର ସ୍ପର୍ଶରେ ଜାରି ରହିଛି ଦିବ୍ୟ ରଥନିର୍ମାଣ କାର୍ଯ୍ୟ । ସରିଛି ସୁତାବାଡ଼ିଆ,ଜାରି ରହିଛି ବିନ୍ଧ କାର୍ଯ୍ୟ । ତୁମ୍ବରେ ଅରସଂଯୋଗ ପାଇଁ ପ୍ରତ୍ୟେକ ତୁମ୍ବରେ କରାଯିବ ୧୬ଯୋଡ଼ା ବିନ୍ଧ । ପ୍ରତିକୂଳ ପରିସ୍ଥିତି ସତ୍ତେ୍ୱ୍ୱ ଜୋରସୋରରେ ଜାରି ରହିଛି ରଥନିର୍ମାଣ
Read More...

ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ଶେଷକୃତ୍ୟ ସଂପନ୍ନ

ପୁରୀ : ବରିଷ୍ଠ ସାମ୍ବାଦିକ ତଥା ଲେଖକ ବାସୁଦେବ ମହାପାତ୍ରଙ୍କ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ମୟଙ୍କ ମହାପାତ୍ର ତାଙ୍କୁ ମୁଖାଗ୍ନି ଦେଇଥିଲେ । ସ୍ୱର୍ଗଦ୍ୱାରରେ ବାସୁଦେବ ମହାପାତ୍ରଙ୍କ ଶେଷ ଦର୍ଶନ ପାଇଁ ତାଙ୍କ ବନ୍ଧୁ, ପ୍ରଶଂସକ ଓ ସାମ୍ବାଦିକଙ୍କ ଭିଡ଼ ଜମିଥିଲା
Read More...

ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ଓ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ଓ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା କାର୍ଯ୍ୟାଳୟ ସରମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ
Read More...

କୂଅରୁ ହାତୀ ଶାବକ ଉଦ୍ଧାର

ସମ୍ବଲପୁର: ବାଟବଣା ହୋଇ ଗୋଟିଏ ମାଈ ହାତୀ ତାର ଶାବକ ସହିତ ଗାଁ ପାଖକୁ ଚାଲି ଆସିଥିଲା ଓ ଗାଁ ମୁଣ୍ଡ ଏକ କଚ୍ଚା କୂଅରେ ଶାବକଟି ଖସି ପଡିଥିଲା । ସେଥିରୁ ନିଜ ଶାବକକୁ ଉଦ୍ଧାର ପାଇଁ ମା ହାତୀର ବିକଳ ପ୍ରଚେଷ୍ଟା ଗାଁ ବାସୀଙ୍କୁ ଭୟଭୀତ କରି ଦେଇଥିଲା ଓ ପରିଶେଷରେ ତାକୁ ଘଉଡ଼ାଇ ଶାବକକୁ
Read More...