Monthly Archives

May 2023

ମେଟ୍ରିକ ଟପ୍ପରଙ୍କୁ ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା

ବୌଦ୍ଧ,୨୫/୫:- ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହଠାରେ ମେଟ୍ରିକ ପରୀକ୍ଷାରେ ବୌଦ୍ଧ ଜିଲ୍ଲାର ଏ-୧ ଗ୍ରେଡ ହାସଲ କରିଥିବା ୮ ଜଣ ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ମୁଖ୍ୟଅତିଥି ଭାବରେ ପଞ୍ଚାୟତିରାଜ ଓ ପାନୀୟଜଳ,ଜଙ୍ଗଲ ପରିବେଶ ଓ
Read More...

ବୌଦ୍ଧ: ରଥଯାତ୍ରା ପାଇଁ ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ, ରଥଖଳାରୁ ହୋଇପାରିଲା ନାହିଁ ଜବରଦଖଲ ଉଚ୍ଛେଦ

ବୌଦ୍ଧ,୨୫/୫:- ବୌଦ୍ଧ ରଥଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରଥଯାତ୍ରା ପାଇଁ ବିଭିନ୍ନ ପ୍ରସ୍ତାବ ଗ୍ରହଣ କରାଯିବାସହ ମନ୍ଦିର ଓ ରଥଖଳା ପରିସରକୁ ବିଭିନ୍ନ ସାରଞ୍ଜାମ ରଖି ଦଖଲ
Read More...

ମାଁ ବୁଢିମାଙ୍କର ସ୍ୱମନ୍ଦିର ପ୍ରବେଶ

ସୁବର୍ଣ୍ଣପୁର : ଆଜି ଜ୍ୟେଷ୍ଠ ଶୁକ୍ଲ ଷଷ୍ଠୀ ଲଗ୍ନେ ସୋନପୁର ଢେରାପଡା ସ୍ଥିତ ମାଁ ବୁଢିମା ନୂତନ ମନ୍ଦିରକୁ ବିଜେ କରିଛନ୍ତି । ଗତ ୨୧ତାରିଖଠାରୁ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଆରମ୍ଭ ହୋଇଥିବା ଏହି ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ସହ ଆଜି ବୁଢିମାଙ୍କର ମନ୍ଦିର ବିଜେ ହୋଇଛି ।
Read More...

ବୀରାମଚନ୍ଦ୍ରପୁର ଗ୍ରାମରେ ୫୯ ଶୀତଳ ଷଷ୍ଠୀ ଯାତ୍ରା ପାଳିତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ବୀରାମଚନ୍ଦ୍ରପୁର ଗ୍ରାମରେ ଦୀର୍ଘ ୫୯ବର୍ଷ ହେବ ବାବା ଶୁବର୍ଣ୍ଣେଶ୍ୱରଙ୍କ ମାତା ପାର୍ବତୀଙ୍କ ସହିତ ବିବାହ କାର୍ଯ୍ୟ ମହା ସମାରୋହରେ ପାଳିତ ହୋଇଯାଇଛି ।ଭଗବାନ ମହାଦେବଙ୍କ ପିତା ଜୀବର୍ଦ୍ଧନ ଗଇନ୍ଦ୍ର ହୋଇଥିବା ବେଳେ ମାତା ପାର୍ବତୀଙ୍କ ପିତା
Read More...

ଶ୍ରୀକ୍ଷେତ୍ରରେ କାଳ ବୈଶାଖୀ ତାଣ୍ଡବ

ପୁରୀ : କାଳ ବୈଶାଖୀ ତାଣ୍ଡବରେ ଶ୍ରୀକ୍ଷେତ୍ର ବିଭିନ୍ନ ସ୍ଥାନରେ ଗଛ ଉପୁଡିବା ସହ ଶ୍ରୀ ମନ୍ଦିରରେ ମଧ୍ୟ ବିଭିନ୍ନ ବ୍ୟାରିକେଡ ଓ ଅସ୍ଥାୟୀ ସେଡ ମଧ୍ୟ ତଳେ ପଡିଯାଇଥିବା ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଥିଲା । ବେଳାଭୂମି ନିକଟରେ ଏକ ନବନିର୍ମିତ ହୋଟେଲ ମଧ୍ୟ ନଷ୍ଟ ହୋଇଥିବା ଦେଖିବାକୁ
Read More...

ଆଜି ପବିତ୍ର ଶୀତଳଷଷ୍ଠୀ,ଶ୍ରୀମନ୍ଦିରରେ ସଂଧ୍ୟାଧୂପ ପରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ଆଜି ପବିତ୍ର ଶୀତଳଷଷ୍ଠୀ । ଶ୍ରୀମନ୍ଦିରରେ ସଂଧ୍ୟାଧୂପ ପରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି । ଗତକାଲି ଦେବଦମ୍ପତି ବିବାହ ବନ୍ଧନରେ ବାନ୍ଧି ହେବା ପରେ ଆଜି ଗୁଆଲି ଯାତ୍ରାରେ ବାହାରିଛନ୍ତି । ଆଜି ପବିତ୍ର ଶୀତଳଷଷ୍ଠୀ ଅବସରରେ ତିନିରଥର ସିଂହାସନ ନିର୍ମାଣ ଅନୁକୂଳ କାର୍ଯ୍ୟ
Read More...

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ଘଟଣା, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ବାଲିଗୁଡ଼ା :କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଗାଁ ମୁରୁମାହା ଜଙ୍ଗଲରେ ଗତକାଲି ସକାଳ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ ହେବା ଫଳରେ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିଥିଲା । କିଛି ସମୟ ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଇଥିଲେ
Read More...

ଆନ୍ଧ୍ର ବୋର୍ଡ ପରୀକ୍ଷାରେ କମାଲ ଦେଖାଇଲେ ଓଡିଆ ପୁଅ

ପାରଳାଖେମୁଣ୍ଡି : ଓଡ଼ିଆ ପୁଅ ଆନ୍ଧ୍ରରେ ଓଡିଶାର ଟେକ ରଖିଲେ । ଆନ୍ଧ୍ର ବୋର୍ଡ ପରୀକ୍ଷାରେ ଦେଖାଇଲେ କମାଲ । ଓଡିଶାର ଗଞ୍ଜାମ ଜିଲ୍ଲାର ପ୍ରକୃତ ବାସିନ୍ଦା ବର୍ତ୍ତମାନ ପ୍ରବାସୀ ଓଡ଼ିଆ ଭାବେ ଆନ୍ଧ୍ରର ବିଚ୍ଛିନ୍ନାଞ୍ଚଳରେ ରହି ଓଡିଆ ଭାଷାରେ ମାଟ୍ରିକ ପରୀକ୍ଷା ଦେଇ ଓଡିଶାର ମାନ ସମ୍ମାନ
Read More...

ନୂଆଗାଁ ଆଞ୍ଚଳିକ ସାମ୍ବାଦିକ ସଂଘର ପ୍ରଥମ ବାର୍ଷିକ ସମ୍ମିଳନୀ,ଭବନର ଭିତ୍ତିପ୍ରସ୍ତର ସ୍ଥାପନ

ନୂଆଗାଁ : ନୟାଗଡ ଜିଲ୍ଲା ନୂଆଗାଁ ଆଞ୍ଚଳିକ ସାମ୍ବାଦିକ ସଂଘର ପ୍ରଥମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ନୂଆଗାଁ କଲେଜ ପରିସରରେ ବହୁଆଡମ୍ବରରେ ପ୍ରଥମ ବାର୍ଷିକ ସମ୍ମିଳନୀ ଆଞ୍ଚଳିକ ସଂଘ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଶିବଦତ୍ତ ପାତ୍ରଙ୍କ ତତ୍ତ୍ୱାବଧାନରେ
Read More...

ଧୁମଧାମରେ ଆୟୋଜିତ ହେଲା ଶିବ ବିବାହ, ଆଜି ଶୀତଳ ଷଷ୍ଠୀ

ଗଜପତି : ଜିଲ୍ଲାର ବିଭିନ୍ନ ଶୈବପୀଠରେ ମହା ଆଡ଼ମ୍ବରରେ ଶିବ ବିବାହ ସଂପନ୍ନ ହୋଇଛି । ଜଗତଜନନୀ ମା ପାର୍ବତୀ ମା'ଙ୍କ ସହିତ ମହାଦେବଙ୍କ ବିବାହ ପାଣିଗ୍ରହଣ ଉତ୍ସବ ଧୁମଧାମରେ ଅନୁଷ୍ଠିତ ହୋଇଥିବା ବେଳେ ଭକ୍ତମାନେ ଏହି ଅବସରରେ ଶୈବପୀଠ ଗୁଡ଼ିକରେ ଅନ୍ନଦାନ, ପଣା ଭୋଗ ବଣ୍ଟନ, ଶହସ୍ର ପ୍ରଦୀପ
Read More...