Monthly Archives

June 2023

ଆଜି ମହାପ୍ରଭୁଙ୍କ ସୁନା ବେଶ

ପୁରୀ : ଆଜି ମହାପ୍ରଭୁଙ୍କ ସୁନା ବେଶ୍‌ । ଅପରାହ୍ନ ୫ଟାରେ ମହାପ୍ରଭୁଙ୍କ ସୁନା ବେଶ ଅନୁଷ୍ଠିତ ହେବ । ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଅନୁଯାୟୀ ଏହି ସମୟ ନିର୍ଦ୍ଧାରଣ କରଯାଇଛି । ତେବେ ରଥ ଉପରେ ବିରାଜମାନ କରିଥିବା ଶ୍ରୀଜିଉଙ୍କ ସମସ୍ତ ନୀତି ଅନୁଷ୍ଠିତ ହେଉଛି । ରଥ…
Read More...

ତ୍ରିନାଥ ଦେବାୟ ଟ୍ରାଭେଲ ଏଜେଣ୍ଟ ସଂଘ ପକ୍ଷରୁ ଶ୍ରଦ୍ଧାଳୁଙ୍କ ରନ୍ଧା ଖାଦ୍ୟ ବଣ୍ଟନ

ପୁରୀ : ଷ୍ଟେସନ ରୋଡ ସ୍ଥିତ ଶ୍ରୀ ଶ୍ରୀ ତ୍ରିନାଥ ଦେବାୟ ଟ୍ରାଭେଲ ଏଜେଣ୍ଟ ସଂଘ ପକ୍ଷରୁ ପବିତ୍ର ବାହୁଡା ଯାତ୍ରା ଅବସରରେ ଶ୍ରଦ୍ଧାଳୁ ଭକ୍ତ ଓ ତୀର୍ଥଯାତ୍ରୀ ମାନଙ୍କୁ ରନ୍ଧା ଖାଦ୍ୟ ଓ ପାନୀୟ ଜଳ ବଣ୍ଟନ କରାଯାଇଛି ।ପ୍ରାୟ ୨୦ହଜାର ରୁ ଉର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କୁ ସଂଘ ପକ୍ଷରୁ ଏହି ଖାଦ୍ୟ…
Read More...

ଜୁଲାଇ ୧୦ରୁ ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ବିମାନ ସେବା !

ଝାରସୁଗୁଡ଼ା: ଆସନ୍ତା ଜୁଲାଇ ୧୦ ତାରିଖ ଠାରୁ ଝାରସୁଗୁଡ଼ାରୁ ବିଶାଖାପାଟଣା ଦେଇ ମୁମ୍ବାଇ ଓ ବେଙ୍ଗାଲୁରୁକୁ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ପ୍ରାଇଭେଟ ପ୍ଲେୟାର ସ୍ପାଇସଜେଟ୍‌ ପକ୍ଷରୁ ଏହି ବିମାନ ସେବା ଆରମ୍ଭ କରାଯିବାର ସୂଚନା ରହିଛି । ମାତ୍ର ଏନେଇ କୌଣସି ପ୍ରକାର ବିଧିବଦ୍ଧ…
Read More...

ବାହୁଡା ଯାତ୍ରା ସହ ଶେଷ ହେଲା ସାଂସ୍କୃତିକ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି:ପାରଳାଖେମୁଣ୍ଡି ଠାରେ ପବିତ୍ର ରଥଯାତ୍ରା ଅବସରରେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ଥିବା ସ୍ନାନ ମଣ୍ଡପରେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ବାହୁଡା ଯାତ୍ରା ସନ୍ଧ୍ୟାରେ ଶେଷ ସାଂସ୍କୃତିକ…
Read More...

ସିସି ଟିଭି ନଜରରେ ନୟାଗଡ଼ ସହର

ଦଶପଲ୍ଲା : ଏଣିକି ସିସିଟିଭି ନଜରରେ ରହିବ ନୟାଗଡ଼ ସହର । ସହରରେ ଅପରାଧ କରି ପୋଲିସ ନଜରରୁ ଆଉ ଖସିପାରିବେନି ଅସାମାଜିକ ବ୍ୟକ୍ତି ଓ ଅପରାଧୀ । ନୟାଗଡ ପୋଲିସ ପକ୍ଷରୁ ଆଜି ଉଦଘାଟିତ ହୋଇଛି ୨୪ ଘଣ୍ଟିଆ ସିସିଟିଭି କଣ୍ଟ୍ରୋଲରୁମ । ଏହାସହ ଏଡିପିଓଙ୍କ କାର୍ଯ୍ୟାଳୟ ନିକଟରେ ଏକ ପୋଲିସ…
Read More...

ବନବିଭାଗ ପକ୍ଷରୁ ବାର୍ଷିକ ସ୍ଥିତ ସମୀକ୍ଷା ବୈଠକ, ତିନି କ୍ଷେତ୍ରାଞ୍ଚଳର କାର୍ଯ୍ୟ ଉପରେ କରାଗଲା ସମୀକ୍ଷା

ହରଭଙ୍ଗା :ଓଡିଶା ବନାଞ୍ଚଳ ବୌଦ୍ଧ ଜିଲ୍ଲାର ୩ଗୋଟି କ୍ଷେତ୍ରାଞ୍ଚଳର ବାର୍ଷିକ ସ୍ଥିତି ସମୀକ୍ଷା ବୈଠକ ହରଭଙ୍ଗା ବ୍ଲକ ବିରାନରସିଂପୁର ସ୍ଥିତ ସ୍ଥାୟୀ ନର୍ସରୀ ସଭାଗୃହ ଠାରେ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଓଡିଶା ବନାଞ୍ଚଳ ପ୍ରକଳ୍ପର ବୌଦ୍ଧ ଜିଲ୍ଲାର ୩ଗୋଟି…
Read More...

ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ,ଚାଳକ ଗୁରୁତର

ବାଲିଗୁଡ଼ା: ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବେଳେ ଚାଳକ ଗୁରୁତର ହୋଇଛନ୍ତି । ପ୍ରାଥମିକ ଚିକିତ୍ସା ପରେ ଚାଳକକୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ଘଟଣା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ବ୍ୟକ୍ତିଗତ କାର୍ଯ୍ୟ…
Read More...

ବାଲିଗୁଡାରେ ମହା ଆଡ଼ମ୍ବରରେ ବାହୁଡ଼ା ଯାତ୍ରା ପାଳିତ

ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦିନ ତମାମ ସାମାନ୍ୟ ମେଘୁଆ ଓ ଖରା ପାଗ ମଧ୍ୟରେ ପବିତ୍ର ବାହୁଡ଼ା ଯାତ୍ରା ମହା ଆଡ଼ମ୍ବର ସହ ପାଳିତ ହୋଇ ଯାଇଛି । ପୂର୍ବ ନିର୍ଘଣ୍ଟ ପ୍ରକାରେ ପ୍ରାତଃ ମଙ୍ଗଳ ଆଳତି ପରେ ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ ଅନୁଷ୍ଠିତ ହୋଇଥିଲା । ଏହାପରେ…
Read More...

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା, ତିନି ଆହତ

ବାଲିଗୁଡ଼ା : ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା, ତିନିଜଣ ଆରୋହୀ ଗୁରୁତର । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥ ତିନିଛକରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗ୍ରାମର ପ୍ରଫୁଲ ସଭାସୁନ୍ଦର, ତାଙ୍କ ବଡ ପୁଅ ସଞ୍ଜୟ…
Read More...

ଫୁଲବାଣୀରେ ବାହୁଡା ଯାତ୍ରା ସଂପନ୍ନ

ଫୁଲବାଣୀ: ବୁଧବାର ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାର ଅନ୍ତିମ ପର୍ଯ୍ୟାୟ ଯାହାକି ପବିତ୍ର ବାହୁଡା ଯାତ୍ରା ନାମରେ କଥିତ । ବାହୁଡିଛନ୍ତି ଚ଼ତୁର୍ଦ୍ଧାମୂର୍ତ୍ତି ନିଜ ମନ୍ଦିର ଅଭିମୁଖେ । ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି ଏହି ଯାତ୍ରା । ଖରା ଗୁଳୁ ଗୁଳି ସତ୍ତେ୍ୱ ବାହୁଡା ଯାତ୍ରାରେ…
Read More...