Monthly Archives

July 2023

ପୁଣି ବାଘ ଆତଙ୍କ, ଗୁହାଳରୁ ବାଛୁରୀକୁ ଟାଣିନେଲା

ନୂଆପଡ଼ା : ନୂଆପଡ଼ା ଜିଲ୍ଲାରେ ଗତ କିଛି ଦିନର ନିରବତା ପରେ ପୁଣି ନୂଆପଡ଼ା ରେଞ୍ଜ ଆମାନାରା ବିଟ ଅଧିନ ତରିଆମହୁଆଭଟା ଗାଁରେ ପୁଣି ବାଘ ଆତଙ୍କ ଦେଖାଦେଇଛି । ଗାଁର ଗୋବିନ୍ଦ ନାଏକଙ୍କ ବାଛୁରୀକୁ ଗୁହାଳରୁ ଟାଣି ନେଇ ଖାଇଯାଇଛି । ଗତକାଲି ସନ୍ଧ୍ୟାରେ ତରିଆମହୁଆଭଟା ଗାଁର ଗୋବିନ୍ଦ ନିଜ
Read More...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,ଏହି ସବୁ ଜିଲ୍ଲାରେ ଛେଚିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଉତ୍ତର ପଶ୍ଚିମ ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ଆଗାମୀ ଦୁଇ ଦିନ ମଧ୍ୟରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଯାତ୍ରା କରିବ | ଏହାର ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା
Read More...

ପ୍ରସ୍ତାବିତ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ବଦଳରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବିରୋଧ, ୧୨ ଘଣ୍ଟିଆ…

ପାଟଣାଗଡ଼ : ପାଟଣାଗଡ ବ୍ଲକ ଛକ ଠାରେ ପ୍ରସ୍ତାବିତ ଥିବା ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ବଦଳରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବିରୋଧ କରି ଆଜି ପାଟଣାଗଡ଼ ହିନ୍ଦୁ ସମାଜ ପକ୍ଷରୁ ୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ ଡାକରା ଦିଆଯାଇଛି । ସ୍ଥାନୀୟ ବିଧାୟକ ଏହି ପ୍ରତିମୂର୍ତ୍ତି ସ୍ଥାପନ
Read More...

କେବେ ନିର୍ମାଣ ହେବ ତିଲିଚାପଦର ମେହେର ସାହିକୁ ସ୍ଥାୟୀ ରାସ୍ତା

ହରଭଙ୍ଗା : ଗାଁର ବିକାଶ ହେଲେ ଦେଶର ବିକାଶ ବୋଲି କେନ୍ଦ୍ର ଓ ରାଜ୍ୟ ସରକାର ନାରା ଦେଉଛନ୍ତି । ଏନେଇ ବିଭିନ୍ନ ଯୋଜନାରେ ସରକାରୀ ଅର୍ଥ ଯୋଗାଇ ଦିଆଯାଉଛି । କିନ୍ତୁ ତୃଣମୂଳ ସ୍ତରରେ ଲୋକ ପ୍ରତିନିଧି ହେଉ ବା ବିଭାଗୀୟ ସରକାରୀ କର୍ମଚାରୀଙ୍କ ଅବହେଳା ଯୋଗୁ ଆଜି ପର୍ଯ୍ୟନ୍ତ ବହୁ ଗ୍ରାମକୁ ଭଲ
Read More...

ଭାସିଗଲା କେରାଣ୍ଡି-ଡାଲିମ୍ବପୁର ଅସ୍ଥାୟୀ ପୋଲ, ବାହ୍ୟ ଜଗତରୁ ତିନୋଟି ଗ୍ରାମ ବିଚ୍ଛିନ୍ନ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକ କେରାଣ୍ଡି ପଞ୍ଚାୟତର କେରାଣ୍ଡି-ଡାଲିମ୍ବପୁର ରାସ୍ତାରେ ଥିବା ଅସ୍ଥାୟୀ ରାସ୍ତା ପୋଲଟି ଲଗାଣ ବର୍ଷା ଯୋଗୁଁ ଭାସି ଯାଇଛି । ଯାହା ଫଳରେ ତିନୋଟି ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଥିବାର ଦେଖିବାକୁ ମିଳିଛି । ଏହି ରାସ୍ତା ଦେଇ ସହରକୁ
Read More...

ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ବିବାଦ, ବନ୍ଦ ରହିଲା ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ : ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନ ଭିତରେ ବିବାଦ ଯୋଗୁଁ ମହାପ୍ରଭୁଙ୍କ ବନକଲାଗି ନୀତି ନେଇ ଦେଖାଯାଇଛି ଅନିଶ୍ଚିତତା । ଗତକାଲି ଶ୍ରୀମନ୍ଦିର କାର୍ଯ୍ୟାଳୟର ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ବୁଧବାର ଅର୍ଥାତ ଆଜି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ
Read More...

ପ୍ରକାଶ ପାଇଲା ଏସିଆ କପ୍‌ ୨୦୨୩ କାର୍ଯ୍ୟସୂଚୀ, ଏହି ତାରିଖରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ : ଆଜି ଏସିଆ କପ୍‌ ୨୦୨୩ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଜୟ ଶାହା ବୁଧବାର ଟୁର୍ନାମେଣ୍ଟର କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ଏହି ଅନୁଯାୟୀ, ଏସିଆ କପ୍‌ ୨୦୨୩ ଅଗଷ୍ଟ ୩୦ରୁ ଆରମ୍ଭ ହେବାକୁ ଯାଉଛି । ଅନ୍ୟପକ୍ଷରେ ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ସବୁଠାରୁ
Read More...

ସାମ୍ୱାଦିକଙ୍କ ସ୍ୱାସ୍ଥବୀମା ରାଶି ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଲା ବ୍ରହ୍ମପୁର ପ୍ରେସ କ୍ଲବ

ବ୍ରହ୍ମପୁର: ରାଜ୍ୟରେ କାର୍ଯ୍ୟରତ ସାମ୍ୱାଦିକଙ୍କ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ରହିଥିବା ଗୋପବନ୍ଧୁ ସ୍ୱାସ୍ଥ ବୀମା ଯୋଜନାର ରାଶି କୁ ଦୁଇ ଲକ୍ଷ ରୁ ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଏହାକୁ ନେଇ ବ୍ରହ୍ମପୁର ପ୍ରେସ କ୍ଲବ ପକ୍ଷରୁ
Read More...

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାର ସହାୟତା ବଣ୍ଟନ ଶିବିର

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ଥିତ କଲ୍ୟାଣ ମଣ୍ଡପ -୨ ଠାରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାର ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରରେ ମୁଖ୍ୟ ଅତିଥି ରୂପେ ଓଡ଼ିଶା ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ଯୋଗ ଦେଇ ସରକାରଙ୍କ ନିର୍ମାଣ
Read More...

ଉତ୍କଳ ଗ୍ରାମ୍ୟବ୍ୟାଙ୍କ ଋଣ ଖିଲାପୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ହେଲା ଘର ସିଲ୍‌

ଉଲୁଣ୍ଡା: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମୁଖ୍ୟାଳୟ ଠାରେ ଥିବା ବିଦ୍ୟାଧର ମେହେରଙ୍କ ଘରକୁ ଆଜି ବ୍ୟାଙ୍କ କର୍ତ୍ତୃପକ୍ଷ ସିଲ କରିଛନ୍ତି । ଚମ୍ପାପୁର ନିବାସୀ ବିଦ୍ୟଧର ମେହେର ଉତ୍କଳ ଗ୍ରାମ୍ୟବ୍ୟାଙ୍କ ଠାରୁ ୬ଲକ୍ଷ ଟଙ୍କା ଋଣ ନେଇ ପରିଶୋଧ କରି ନପାରିବାରୁ ତାଙ୍କୁ ବ୍ୟାଙ୍କ ତରଫରୁ
Read More...