Monthly Archives

July 2023

୨ଜଣ ଶିଶୁ ଶ୍ରମିକ ଉଦ୍ଧାର : ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର

ସୁବର୍ଣ୍ଣପୁର : ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖାଙ୍କ ନେତୃତ୍ୱରେ ଜିଲ୍ଲାର ଶିଶୁ ଶ୍ରମିକ ଉଦ୍ଧାରକାରୀ ଦଳ ପକ୍ଷରୁ ଗତକାଲି ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଏସ୍‌ ପତ୍ରାପାଲି ଓ ମେଟାକାନୀ ଅଞ୍ଚଳର ଢାବାମାନଙ୍କରେ ଚଢ଼ାଉ କରି ବେଆଇନ ଭାବରେ କାମକରୁଥିବା ୨ଜଣ ଶିଶୁଶ୍ରମିକଙ୍କୁ ଉଦ୍ଧାର କରି
Read More...

ରାୟଗଡାରେ ଜଳାପୋଡ଼ା ପରେ ନୂଆପଡାରୁ ଠାବ ହେଲା ମାଓକ୍ୟାମ୍ପ, ରାଜ୍ୟରେ ସକ୍ରିୟ ହେଉଛନ୍ତି ମାଓବାଦୀ

ସିନାପାଲି : ନୂଆପଡା ଜିଲ୍ଲାରେ ପୁଣି ମାତିଲେ ମାଓବାଦୀ । ଦକ୍ଷିଣ ଓଡ଼ିଶାରେ ପୁଣି ସକ୍ରିୟ ହେଉଛନ୍ତି ମାଓବାଦୀ । ରାୟଗଡାରେ ଲାଲବାହିନୀର ତାଣ୍ଡବ ପରେ ନୂଆପଡାରେ ଠାବ ହୋଇଛି ମାଓ କ୍ୟାମ୍ପ । ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଝୋଲାପଡା ଗାଁ ନିକଟ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ ହୋଇଛି ।
Read More...

ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ଓଡ଼ିଆ ଝିଅର କମାଲ

ପାରଳାଖେମୁଣ୍ଡି : ଗ୍ଳାମର ଦୁନିଆରେ ଓଡ଼ିଆ ଝିଅର କମାଲ । ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ମନ ଜିଣିଲେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନୂଆନଡିଆତୋଟା ସାହିର ପାୟଲ ପାତ୍ର । STAR ENTERTAINMENT ଜାତୀୟ ସ୍ତରରେ ଗତ ଡିସେମ୍ବର ଠାରୁ ଆରମ୍ଭ ହୋଇଛି ମିସ୍‌ ଇଣ୍ଡିଆ କନିଷ୍ଠ
Read More...

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁ ରଘୁନାଥ ପାତ୍ରଙ୍କୁ ବିଦାୟ ସମ୍ବର୍ଦ୍ଧନା

ପାରଳାଖେମୁଣ୍ଡି : ଗୁରୁ ଶ୍ରୀ ରଘୁନାଥ ପାତ୍ର , ଭୂଗୋଳ ବିଭାଗର ବରିଷ୍ଠ ପ୍ରଶିକ୍ଷକ ଭାବେ ଦୀର୍ଘଦିନ ଧରି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷାଦାନ କରି ୩୦-୬-୨୦୨୩ ତାରିଖରେ ଚାକିରି ଭଳି କର୍ମମୟ କ୍ଷେତ୍ରରୁ ଅବସର ନେଇଛନ୍ତି । ସେ ଶିକ୍ଷକତାକୁ ଜୀବନର ପରମବ୍ରତ ରୂପେ ଗ୍ରହଣ କରି
Read More...

ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ ;ଜଣେ ମୃତ, ଜଣେ ଗୁରୁତର

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଜକିକିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ । ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଅନ୍ୟ ଜଣକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ମୃତକ କ.ନୂଆଗାଁ ଥାନା ରାଜଘରା ଗ୍ରାମର
Read More...

୧୦୪ ଗ୍ରାମ ହେରୋଇନ ଜବତ, ଜଣେ ଅଭିଯୁକ୍ତ

ପୁରୀ : ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶକ୍ରମେ ସାତପଡ଼ା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ କଣାସ ଥାନା ଅଧୀନ କେସରପୁର ଛକ, ଶନି ମନ୍ଦିର ନିକଟରେ ଚଢ଼ାଉ କରି ଜୀବନ ଭୋଇ(୨୨)କୁ ଗିରଫ କରିଛନ୍ତି । ତାଙ୍କ ନିକଟରୁ
Read More...

ନୀଳକନ୍ଦରକୁ ବହୁଡ଼ିଲେ ମହାପ୍ରଭୁ, ଆଜି ବାହାରିବ ନୀଳାଚଳ ଅବଢା

ପୁରୀ : ଶୃଙ୍ଖଳିତ ଭାବେ ଶେଷ ହୋଇଛି ମହାପ୍ରଭୁଙ୍କର ନିଳାଦ୍ରିବିଜେ ନୀତି । ନବଦିନାତ୍ମକ ଯାତ୍ରା ଶେଷ କରି ନୀଳକନ୍ଦରକୁ ବାହୁଡି ଯାଇଛନ୍ତି ନିଳାଦ୍ରୀ ନାଥ । ନିର୍ଦ୍ଧାରିତ ସମୟ ଅନୁଯାଇ ସନ୍ଧ୍ୟା ପୂର୍ବରୁ ପହଣ୍ଡି ଆରମ୍ଭ ହୋଇଥିଲା । ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ
Read More...

୨୦୯ ଜଣ ଭେଟେରିନାରି ଆସିଷ୍ଟାଣ୍ଟ ସର୍ଜନ ନିଯୁକ୍ତ,ପ୍ରାଣୀଧନର ବିକାଶରେ ରୂପାନ୍ତର ଆଣିବା ପାଇଁ 5T ଉପକ୍ରମର ପ୍ରୟୋଗ…

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରାଣୀ ଚିକିତ୍ସକଙ୍କ ପାଇଁ ଆୟୋଜିତ ଏକ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରାଣୀଧନର ବିକାଶ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ପ୍ରାଣୀ ଚିକିତ୍ସକମାନେ 5T ଉପକ୍ରମର ପ୍ରୟୋଗ କରିବାକୁ ପରାମର୍ଶ ଦେଇଛନ୍ତି ।
Read More...