Monthly Archives

August 2023

ମଣିପୁର ଆଦର୍ଶ ବିଦ୍ୟାଳୟରେ ବୃକ୍ଷରୋପଣ ଓ ବିଶ୍ୱ ହସ୍ତୀ ଦିବସ ପାଳନ

ହରଭଙ୍ଗା,୧୨/୮:- ହରଭଙ୍ଗା ବ୍ଲକ ମଣିପୁର ଆଦର୍ଶ ବିଦ୍ୟାଳୟରେ ଆଜି ବିଦ୍ୟାଳୟର ଭାରପ୍ରାପ୍ତ ଅଧକ୍ଷ କମ୍ଭୁ ପ୍ରସାଦ ଲୁହାଙ୍କ ଅଧ୍ୟକ୍ଷତାରେ ବନମହୋତ୍ସବ ଓ ବିଶ୍ୱ ହସ୍ତୀ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ବୌଦ୍ଧ ଜିଲ୍ଲା ବନ ଅଧିକାରୀ ଦେବପ୍ରିୟ କମ୍ପ ଯୋଗଦାନ କରି
Read More...

ତପନ କୁମାର ନାହାକଙ୍କୁ ନିଲମ୍ବିତ କଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ

ଫୁଲବାଣୀ,୧୨/୮:- ଫିରିଙ୍ଗିଆ ଥାନା ପୋଡ଼ି ଘଟଣାରେ ଥାନା ଅଧିକାରୀ ତପନ ନାହାକଙ୍କୁ ନିଲମ୍ବିତ କଲେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ । ଏନେଇ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ । କର୍ତ୍ତବ୍ୟରେ ଅବହେଳା ସାଙ୍ଗକୁ ଥାନା ପୋଡ଼ି ବେଳେ ଥାନା ଛାଡ଼ି ଚାଲି ଯାଇଥବା
Read More...

ଡିଜିଟାଲ ଲଢେଇ ପାଇଁ ବିଜେଡିର ବଡ଼ ପ୍ରସ୍ତୁତି
କେନ୍ଦ୍ର ସରକାରଙ୍କ ବିଫଳତା ଓ ଅପପ୍ରଚାର ବିରୁଦ୍ଧରେ ଜାଗରଣ ସୃଷ୍ଟି କର

ଓଡ଼ଗାଁ, ୧୨/୮:- ଲୋକଙ୍କ ପାଖରେ ପହଞ୍ଚୁଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମ । ଯାହା ଘରେ ଘରେ ଗ୍ରହଣୀୟ ହୋଇଛି । ଏବେ ଏହାକୁ ଆହୁରି ଗ୍ରହଣୀୟ କରିବା ପାଇଁ ସୋସିଆଲ ମିଡିଆ ଜରିଆରେ ନୀରିକ୍ଷଣ ପାଇଁ ଲୋକଙ୍କୁ ସୁଯୋଗ ଦେବ ବିଜେଡି । ବିଶେଷକରି ସାଧାରଣ
Read More...

ମେରୀ ମାଟି ମେରୀ ଦେଶ କାର୍ଯ୍ୟକ୍ରମ

ଫୁଲବାଣୀ,୧୨/୮:- ନେହେରୁ ଯୁବକେନ୍ଦ୍ର ଫୁଲବାଣୀ ଏବଂ ୧୨୭ ସିଆରପିଏଫ ବାଟାଲିୟନ ବାଲିଗୁଡାର ମିଳିତ ଅନୁକୂଲ୍ୟରେ ମେରୀ ମାଟି ମେରୀ ଦେଶ କାର୍ଯକ୍ରମ କେବିହିଷ୍ଟ କଲେଜ ବାଲିଗୁଡ଼ା ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟଅତିଥି ଭାବରେ ସିଆରପିଏଫ କମାଣ୍ଡେଣ୍ଟ ଆନନ୍ଦ
Read More...

କୁସଙ୍ଗ ରେଞ୍ଜ ପକ୍ଷରୁ ବିଶ୍ୱ ହସ୍ତୀ ଦିବସ ପାଳିତ

ହରଭଙ୍ଗା,୧୨/୮:- ମହାନଦୀ ବନ୍ୟପ୍ରାଣୀ ବନାଞ୍ଚଳ କୁଶଙ୍ଗ ତରଫରୁ ଆଜି ବିଶ୍ୱ ହସ୍ତୀ ଦିବସ ପାଳିତ ରେଞ୍ଜ ଅଫିସ ପରିସରରେ ରେଞ୍ଜ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଦିବସ ଅବସରରେ ମହାନଦୀ ବନ୍ୟପ୍ରାଣୀ କୁଶଙ୍ଗ ରେଞ୍ଜର ଏଗାର ବିଟର ଫରେଷ୍ଟର,
Read More...

ଆଇଆରବି ବାଟାଲିୟନରେ ମେରା ମିଟି ମେରା ଦେଶ କାର୍ଯ୍ୟକ୍ରମ

ବୌଦ୍ଧ,୧୧/୮ - ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧୀନରେ ରହିଥିବା ନେହେରୁ ଯୁବକେନ୍ଦ୍ର ଆନୁକୂଲ୍ୟରେ ମେରା ମିଟି ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଯୁବ ଅଧିକାରୀ ନବନୀତ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ତହସିଲଦାର ତଥା
Read More...

ନବନିର୍ମାଣ ସ୍ୱରାଜ ସରକାର ପକ୍ଷରୁ ପ୍ରାୟଶ୍ଚିତ ସତ୍ୟାଗ୍ରହ

ସୁବର୍ଣ୍ଣପୁର : ନବନିର୍ମାଣ ସ୍ୱରାଜ ସରକାର ଓଡିଶାର କୃଷକ ମାନଙ୍କ ଆର୍ଥିକ ଦୂରବସ୍ଥା ଦୁରକରି ଚାଷୀକୁ ତାର ହକ ଦେବାପାଇଁ ଆଜି ସମଗ୍ର ଓଡିଶାରେ ଆଗକୁ ଆସି ଆଜି ସମସ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାୟଶ୍ଚିତ ସତ୍ୟାଗ୍ରହ ଆରମ୍ଭ କରିଛି । ସେ ହିସାବରେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ
Read More...

ମୂର୍ତ୍ତି ସ୍ଥାପନ ବିବାଦ ଘଟଣା, ହିନ୍ଦୁ ସମାଜ ଓ ପ୍ରଶାସନର ବୁଝାମଣାରେ ଧାରଣା ପ୍ରତ୍ୟାହୃତ

ପାଟଣାଗଡ଼ : ପାଟଣାଗଡ଼ ବ୍ଳକ ଛକରେ ପର୍ଶୁରାମ ଓ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ନେଇ ହିନ୍ଦୁସମାଜ ପକ୍ଷରୁ ପ୍ରସ୍ତାବିତ ପର୍ଶୁରାମ ମୂର୍ତ୍ତି ସ୍ଥାପନ ଦାବିରେ ଦୀର୍ଘ ଦିନ ଧରି ପର୍ଶୁରାମ ଛକରେ ଧାରଣା ଦେବା ସହ ବନ୍ଦ ପାଳନ ମଧ୍ୟ କରାଯାଇଥିଲା । ଆଜି ହିନ୍ଦୁ ସମାଜ ଓ ପ୍ରଶାସନର
Read More...

ବୀରନରସିଂହପୁରରେ ଖୋଲିବ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର

ହରଭଙ୍ଗା : ପ୍ରାଥମିକ ସ୍ୱାସ୍ଥ୍ୟକୁ ପ୍ରାଧାନ୍ୟ ଦେବା ପାଇଁ ହରଭଙ୍ଗା ବ୍ଲକର ବୀରନରସିଂହପୁରଠାରେ ପ୍ରସ୍ତାବିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଖୋଲିବା ପାଇଁ ଗୁରୁବାର ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଜୟକୃଷ୍ଣ ମିଶ୍ର କ୍ଷେତ୍ର ପରିଦର୍ଶନ କରିଥିଲେ । ପ୍ରକାଶ ଥାଉକି
Read More...

ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରାୟଶ୍ଚିତ ସତ୍ୟାଗ୍ରହ ଅନୁଷ୍ଠିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନବ ନିର୍ମାଣ କୃଷକ ସଂଗଠନର ପ୍ରାୟଶ୍ଚିତ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଛି । ନବ ନିର୍ମାଣ କୃଷକ ସଙ୍ଗଠନର ଗଜପତି ଜିଲ୍ଲା ପ୍ରଭାରୀ ରଣଜିତ ପଟ୍ଟନାୟକଙ୍କ ନେତୃତ୍ୱରେ ବହୁ
Read More...