୧୪ତମ ରାଜା ଅନୁପ ସିଂ ଦେଓ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ନୂଆପଡ଼ା : ନୂଆପଡା ଜିଲ୍ଲା ଖଡ଼ିଆଳ ରାଜା ଏଟି ହାଇସ୍କୁଲ ପଡିଆ ଠାରେ ରାଜା ଅନୁପ ସିଂ ଦେଓ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ସୋମବାର ଉଦଘାଟିତ ହୋଇଯାଇଛି । ଏହାକୁ ଖଡ଼ିଆଳ ଯୁବରାଜ ଦେବଦେବ ସିଂଦେଓ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଉଦଘାଟନ କରିଥିଲେ । ପରେ ଉଦଘାଟନୀ ମ୍ୟାଚ ବଲାଙ୍ଗୀର!-->…
Read More...
Read More...