Monthly Archives

August 2023

ଲୋୟର ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟା ଜଳ

ନୂଆପଡ଼ା : ନୂଆପଡା ଜିଲ୍ଲା ତିଖାଳି ସ୍ଥିତ ଲୋୟର ଇନ୍ଦ୍ର ଡ୍ୟାମରୁ ଛଡା ଗଲା ପ୍ରଥମ ବନ୍ୟା ଜଳ । ଡ୍ୟାମର ଦୁଇଟି ଗେଟରୁ ଛଡା ଗଲା ବନ୍ୟାଜଳ । ତିନି ନମ୍ବର ଗେଟରୁ ଦେଢ଼ ମିଟର ପାଣି ଛଡା ଯାଇଥିବା ବେଳେ ଚାରି ନମ୍ବର ଗେଟରୁ ଏକ ମିଟର ପାଣି ଛଡା ଯାଇଥିଲା । ଡ୍ୟାମର ଜଳରାଶି ୩୧୪.୨୫୨
Read More...

ସୁବର୍ଣ୍ଣପୁରରେ ସମ୍ବଲପୁରୀ ଦିନ୍‌ ପାଳିତ

ସୁବର୍ଣ୍ଣପୁର: ସମ୍ବଲପୁରୀ ଭାଷା ସାହିତ୍ୟର ପୁରୋଧା ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମ ଦିନକୁ ସାରା ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍‌ ଭାବରେ । ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁରରେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ପାଳିତ ହେଉଛି ସମ୍ବଲପୁରୀ ଦିନ୍‌ । ଜିଲ୍ଲାର ସମସ୍ତେ
Read More...

ବୌଦ୍ଧରେ ସମ୍ବଲପୁରୀ ଦିନ ପାଳିତ

ବୌଦ୍ଧ: ପଶ୍ଚିମାଞ୍ଚଲ ଏକତା ମଞ୍ଚ ଓ ଆର୍ଟିଷ୍ଟ ଆସୋସିଏସନ ମିଳିତ ଆନୁକୂଲ୍ୟରେ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଂଯୋଜକ ଦେବାଶିଷ ପୁରୋହିତ, ସଭାପତି ବିଶ୍ୱଜିତ ସାହୁ, ପୋଗ୍ରାମ କୋଡିନେଟର ସୀତାକାନ୍ତ ସିଂ, ସମ୍ପାଦକ ତ୍ରିଶୂଲ ଭାଇ ମା' ଭୈରବୀଙ୍କ ଠାରେ ପ୍ରଦୀପ ପଜ୍ଜ୍ୱଳନ
Read More...

ସୋନପୁରର ସୁନା ଝିଅ ତୁଳସୀ ଓ ମୌସୁମୀ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ବାଜିମାତ

ସୁବର୍ଣ୍ଣପୁର,୧/୮- ଓଡ଼ିଶା ସିଭିଲ୍‌ ସର୍ଭିସ ପରୀକ୍ଷାରେ ୪୬ ନମ୍ବର ସ୍ଥାନରେ ସୋନପୁର ସହରର ସୁନା ଝିଅ ତୁଳସୀ ମେହେର (୨୫) ଓ ୩୧୪ ନମ୍ବର ସ୍ଥାନରେ ମୌସୁମୀ ପାତ୍ର ସଫଳତା ପାଇ ସୁବର୍ଣ୍ଣପୁର ଜିଲ୍ଲା ପାଇଁ ଗୌରବ ଆଣି ଦେଇଛନ୍ତି । ଏହି ସଫଳତା ନେଇ ତାଙ୍କର ପରିବାରବର୍ଗଙ୍କୁ ଶୁଭେଚ୍ଛାର
Read More...

ଭୁଶୁଡ଼ି ପଡିଲା ସ୍ମାର୍ଟ ସ୍କୁଲ ପାଚେରୀ : ନିମ୍ନମାନର କାମ ଅଭିଯୋଗ,ତଦନ୍ତ ଦାବୀ କଲେ ଗ୍ରାମବାସୀ

ବାଲିଗୁଡା: ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି । ଖାସ୍‌ କରି ଆଦିବାସୀଙ୍କ ବିକାଶ ପାଇଁ କୋଟି କୋଟି ଟଙ୍କା ବି ଖର୍ଚ୍ଚ କରୁଛନ୍ତି । ଆଦିବାସୀ ଛାତ୍ରଛାତ୍ରୀମାନେ କିପରି ଗୁଣାତ୍ମକ ଶିକ୍ଷାରୁ ବଞ୍ଚିତ ନହେବେ, ସେଥିପାଇଁ ନିର୍ମାଣ ହେଉଛି ନୂତନ ସ୍ମାର୍ଟ
Read More...

ଗଛ ପଡି ଇନୋଭ ଦୁର୍ଘଟଣା, ଅଳ୍ପକେ ବଞ୍ଚିଲେ ୬ ଯାତ୍ରୀ

ହରଭଙ୍ଗା,୧/୮. ଖୋର୍ଦ୍ଧା -ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥରେ ଅଦିନିଆ ବର୍ଷାରେ ଏକ ବିରାଟ ଗଛ ଭାଙ୍ଗିଯିବାରୁ ଏକ ଇନୋଭ ଦୁର୍ଘଟଣା ହୋଇଥିବା ସହ ଗାଡ଼ିରେ ଥିବା ୬ ଯାତ୍ରୀ ମରଣମୁହଁରୁୁ ଫେରିଥିବା ଭଳି ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ ଆଜି ଦିନତମାମ ହରଭଙ୍ଗା ବ୍ଲକରେ ଭୀଷଣ ବର୍ଷା
Read More...

ଗଛପଡ଼ି ଜାତୀୟ ରାଜପଥ ଅବରୋଧ : ଏକାଧିକ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଲା, ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଅନ୍ଧାରରେ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଗତ ଏକ ସପ୍ତାହ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଫଳରେ ଜୀବନ ଯାତ୍ରା ବ୍ୟାହତ ହେବା ସହ ଛୋଟ ବଡ଼ ଧରଣର କ୍ଷୟକ୍ଷତି ହେଉଛି । ଏପରି ସ୍ଥଳେ ମଙ୍ଗଳବାର ଅପରାହ୍ନ ରେ ୫୯ନଂ. ଜାତୀୟ ରାଜପଥର ମହାସିଙ୍ଗି ରାସ୍ତା ପାର୍ଶ୍ୱରେ ଥିବା
Read More...

ପୁରୀ ସ୍ୱର୍ଗଦ୍ୱାରର ହରିଶ୍ଚନ୍ଦ୍ର ସହାୟତା ରାଶି ୪୦୦୦ଟଙ୍କାକୁ ବୃଦ୍ଧି

ପୁରୀ: ପୁରୀ ସ୍ୱର୍ଗଦ୍ୱାରକୁ ଦାହ ସଂସ୍କାର ପାଇଁ ଆସୁଥିବା ବ୍ୟକ୍ତି ବିଶେଷ ମାନଙ୍କୁ ଶୋଷଣ ମୁକ୍ତ ଓ ବାଧା ରହିତ ବ୍ୟବସ୍ଥା ଦେବା ପାଇଁ ସ୍ୱର୍ଗଦ୍ୱାର ସେବା ସମିତି ତରଫରୁ ବିଭିନ୍ନ ପ୍ରକାର ସେବାର ବ୍ୟବସ୍ଥା କରାଯାଇଛି । ଇତି ମଧ୍ୟରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେକ୍ରମେ ହରିଶ୍ଚନ୍ଦ୍ର
Read More...

୫୭ନଂ ଜାତୀୟ ରାଜପଥ ଉପରେ ବନ୍ୟା ପରିସ୍ଥିତି,ଯାତାୟତ ବାଧାପ୍ରାପ୍ତ

ହରଭଙ୍ଗା :ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ଖୋର୍ଦ୍ଧା -ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ଯାତାୟତରେ ବାଧାପ୍ରାପ୍ତ ହୋଇଛି । ଆଜି ଲଗାଣ ବର୍ଷା ହେବା ଫଳରେ ଖୋର୍ଦ୍ଧା -ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥ ହରଭଙ୍ଗା ବ୍ଲକ ଲାଣ୍ଡିବନ୍ଧ ରାଇସ ମିଲସ ନିକଟରେ
Read More...

୧୪ଟି ନୂତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ନିଯୁକ୍ତ ହେଲେ ଅଧ୍ୟକ୍ଷ, ବୌଦ୍ଧ ପାଇଁ ଭଗବାନ କହଁର

ଭୁବନେଶ୍ୱର,୧/୮: ୧୪ଟି ନୂତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ଦିଆଯାଇଛି ।ଏହି ୧୪ ଜଣ ନୂତନ ଅଧ୍ୟକ୍ଷ ହେଲେ – ଅନୁଗୁଳ ଜିଲ୍ଲା - ଶ୍ରୀ ସଦାଶିବ ନାୟକ, ବାଲେଶ୍ୱର –
Read More...