Monthly Archives

September 2023

ମା’ ଭୈରବୀଙ୍କ ଷୋଡଶ ପୂଜା ପାଇଁ ପ୍ରସ୍ତୁତି ବୈଠକ

ହରଭଙ୍ଗା,୨୬/୯:- ବୌଦ୍ଧ ଜିଲ୍ଲା ଅଧିଷ୍ଠାତ୍ରୀ ଦେବୀ ପୁରୁଣାକଟକ ବାସିନୀ ମା’ ଭୈରବୀଙ୍କ ପୀଠରେ ଷୋଡଶ ପୂଜା ବା ଗୁପ୍ତ ପୂଜା ପାଇଁ ମନ୍ଦିର ପରିଚାଳନା କମିଟି ସଭାପତି ସୁରେନ ପ୍ରଧାନଙ୍କ ଅଧକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମା’ ଙ୍କ ପୀଠରେ ପ୍ରତିବର୍ଷ ପରି ଚଳିତବର୍ଷ…
Read More...

ନନ୍ଦାହାଣ୍ଡି ବ୍ଲକ୍‌ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ନନ୍ଦାହାଣ୍ଡି : ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ୍‌ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ଅନୁଷ୍ଠିତ ହୋଇଯାଇଛି । ଆଜି ନନ୍ଦାହାଣ୍ଡି ବ୍ଲକ ଡଙ୍ଗର ଭେଜା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ନବରଙ୍ଗପୁର…
Read More...

“ଘରେ ଘରେ କଂଗ୍ରେସ ଘରେ ଘରେ ହାତ’ କାର୍ଯ୍ୟକ୍ରମ ସାମିଲ ହେଲେ ହଜାର ହଜାର କର୍ମୀ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆଜି ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ଯ୍ୟକ୍ରମ କରାଯାଇଛି । ଆଜିର ଏହି କାର୍ଯ୍ୟକ୍ରମ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଙ୍କ ନିର୍ଦ୍ଦେଶନାରେ ଏହି କାର୍ଯ୍ୟକ୍ରମ ପରିଚାଳିତ…
Read More...

ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର

ନୂଆଗାଁ : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍‌ ପରିସରରେ ଥିବା ରାଜୀବ ଗାନ୍ଧି ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ, ଉପ ଜିଲ୍ଲାପାଳ ଶକ୍ତିକାନ୍ତ ରାୟ, ଆରକ୍ଷୀ…
Read More...

ଖମାରସାହି ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିଲମ୍ବିତ

ଦଶପଲ୍ଲା : ଦଶପଲ୍ଲା ବ୍ଲକ ଶିକ୍ଷା ଅଧିକାରୀଙ୍କ ପ୍ରାଥମିକ ତଦନ୍ତକୁ ଭିତିକରି ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ରାଜଶ୍ରୀ ପଟ୍ଟନାୟକ ଆଜି ଖମାରସାହି ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି । ପ୍ରକାଶ…
Read More...

ଫରେଷ୍ଟ ସ୍ମାର୍ଟ ପାର୍କରେ ବିଦ୍ୟୁତ ସଂସ୍ପର୍ଶରେ ଆଶି ମହିଳା ଶ୍ରମିକଙ୍କ ମୃତ୍ୟୁ

ସୁବର୍ଣ୍ଣପୁର : ଆଜି ସକାଳ ୭ ଘଣ୍ଟା ବେଳେ ଫରେଷ୍ଟ ସ୍ମାର୍ଟ ପାର୍କରେ କାର୍ଯ୍ୟରତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟାଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଯାଇଛି । ଏ ଖବରରେ ସହରର ଖଦାଳ ପଡା ତଥା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଖବରରୁ ପ୍ରକାଶ ଯେ ସୋନପୁର ଖଦାଲ ପଡା…
Read More...

ଅଇଁଳାପାଲି ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର,୯୬ ଟି ଅଭିଯୋଗର ତତ୍‌କାଳ ସମାଧାନ

ବୌଦ୍ଧ,୨୫/୯:- ବୌଦ୍ଧ ଜିଲା ସଦର ବ୍ଲକ ଅନ୍ତର୍ଗତ ଅଇଁଳାପାଲି ପଂଚାୟତ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ରଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ସମୁଦାୟ ୧୪୦ ଗୋଟି ଆପତ୍ତି ଅଭିଯୋଗ…
Read More...

ବୀରମହାରାଜପୁରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ବ୍ଲକ୍‌ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ…
Read More...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ପାରଳାଖେମଣ୍ଡି: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତରଙ୍ଗଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ…
Read More...

ଗଟାଙ୍ଗି ସରକାରୀ ଆଶ୍ରମ ବିଦ୍ୟାଳୟରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ଗଟାଙ୍ଗି ସରକାରୀ ଆଶ୍ରମ ବିଦ୍ୟାଳୟ, ଠାରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି…
Read More...