ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ:ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ…
ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି!-->…
Read More...
Read More...