ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧରେ ବିଜେପି ପକ୍ଷରୁ ସିନାପାଲି ବ୍ଲକ ଘେରାଉ
ନୂଆପଡ଼ା : ନୂଆପଡ଼ା ଜିଲ୍ଲା ସିନାପାଲି ବିଜେପି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁର୍ନୀତି, ଭ୍ରଷ୍ଟାଚାର ବିରୋଧରେ ଆଜି ବ୍ଲକ ଘେରାଓ କରାଯାଇଛି । କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡାଙ୍କ ନେତୃତ୍ୱରେ ଉକ୍ତ କାର୍ଯ୍ୟକ୍ରମ ଜିଲ୍ଲାର ଶତାଧିକ ଦଳୀୟ କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ । ଦଳୀୟ!-->…
Read More...
Read More...