Monthly Archives

November 2023

ଡ଼ଃ ନୃସିଂହାନନ୍ଦ ମହାପାତ୍ର ପାଇଲେ ସନ୍ଥକବି ଭୀମଭୋଇ ସମ୍ମାନ

ଫୁଲବାଣୀ : କନ୍ଧମାଳର ବିଶିଷ୍ଠ କବି, ସୁସାହିତ୍ୟିକ, ଗବେଷକ, ସଂଗଠକ ଡ଼ଃ ନୃସିଂହାନନ୍ଦ ମହାପାତ୍ର ଗଞ୍ଜାମର ବାଲିପଦର ସ୍ଥିତ ଭୀମଭୋଇ ସାହିତ୍ୟ ଓ ସଂସ୍କୃତି ପରିଷଦ ତରଫରୁ ସନ୍ଥକବି ସାରସ୍ୱତ କାବ୍ୟ ପ୍ରତିଭା ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ଅନୁଷ୍ଠାନ ଦ୍ୱାରା ଆୟୋଜିତ ଆଞ୍ଚଳିକ
Read More...

ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର

ନବରଙ୍ଗପୁର: ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ନବରଙ୍ଗପୁର ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଜନଶୁଣାଣି ଶିବିର ବିଭିନ୍ନ ଅଞ୍ଚଳରୁ ନିଜ ନିଜର ବ୍ୟକ୍ତିଗତ, ସାମୁହିକ ସମସ୍ୟା, ଆପତ୍ତି, ଅଭିଯୋଗ ଜଣାଇବା ପାଇଁ ଆସିଥିବା ମୋଟ ୫୮
Read More...

କଟକ ଜିଲ୍ଲାରେ “ସେବାଶ୍ରୀ ସମ୍ମାନ’ରେ ସମ୍ମାନିତ ହେଲେ ସାମ୍ବାଦିକ ବିଭୁଦତ୍ତ

ହରଭଙ୍ଗା : କଟକ ଜିଲ୍ଲା ନରସିଂହପୁର ମହୋତ୍ସବ ପଡ଼ିଆରେ ଅନୁଷ୍ଠିତ ହୋଇଥିବା "ସେବା ମହୋତ୍ସବ' କାର୍ଯ୍ୟକ୍ରମରେ ସେବଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ର ବରିଷ୍ଠ ସାମ୍ବାଦିକ ବିଭୁଦତ୍ତ ବୋଷ । ଗତକାଲି ନରସିଂହପୁର ମହୋତ୍ସବ ପଡ଼ିଆରେ ସେବାମହୋତ୍ସବ
Read More...

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ଓଡିଶା ମିଲେଟ ମିଶନ–୨୦୨୩

ପୁରୀ : ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଓ ଓଡିଶା ମିଲେଟ ମିଶନ ସୋମବାର ସ୍ଥାନୀୟ ପୁଲିସ ନୋଡାଲ ହାଇସ୍କୁଲ ଓ ଗୋପବନ୍ଧୁ ଆୟୁର୍ବେଦ କଲେଜଠାରେ ଅନୁଷ୍ଠିତ ହୋଇଛି । ଶିଶୁ ମହୋତ୍ସବ ‘ସୁରଭି- ୨୦୨୩' କାର୍ଯ୍ୟକ୍ରମ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡିଶା ସରକାରଙ୍କର ଏକ ଅଭିନବ
Read More...

କନ୍ଧମାଳ, ଅନୁଗୋଳ ଓ ଗଜପତି ଜିଲ୍ଲାରେ “ଆମ ଓଡିଶା ନବୀନ ଓଡିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:୨ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ
Read More...

ତୀରନ୍ଦାଜରେ ବୌଦ୍ଧର କୃତିତ୍ୱ

ବୌଦ୍ଧ,୬/୧୧:- କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ୫୭ତମ ଜାତୀୟ ଓ ଆଞ୍ଚଳିକ ଖେଳ ପ୍ରତିଯୋଗିତା ୨୦୨୩-୨୪ରେ ତୀରନ୍ଦାଜ ଖେଳରେ (ବାଳକ ବିଭାଗ) ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟର ଏକାଦଶ ଶ୍ରେଣୀର ସୁରଜ କୁମାର ମେହେର ୪୦ ମିଟରରେ ପ୍ରଥମ ସ୍ଥାନ ଅଧିକାର କରି
Read More...

ଦିଲ୍ଲୀକୁ ଫେରିଲା ଯୁଗ୍ମ-ଅଯୁଗ୍ମ ଫର୍ମୂଲା: ୧୩ରୁ ୨୦ ତାରିଖ ପର୍ଯ୍ୟନ୍ତ କଡ଼ାକଡ଼ି ହେବ ନୂଆ ନିୟମ

ଦିଲ୍ଲୀକୁ ପୁଣି ଫେରିଲା ଯୁଗ୍ମ-ଅଯୁଗ୍ମ ଫର୍ମୂଲା । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି । ସରକାରଙ୍କ ନିଷ୍ପତି ଅନୁସାରେ, ନଭେମ୍ବର ୧୩ ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜଧାନୀରେ ଯୁଗ୍ମ-ଅଯୁଗ୍ମ ଫର୍ମୂଲା ଲାଗୁ ହେବ । ଏହାସହ
Read More...

ଲୁହରେ ଭିଜିଲା ଯବାନଙ୍କ ଗାଁ ମାଟି

ବୀର ଯବାନଙ୍କୁ ଝୁରି ବାହୁନି ବାହୁନି କାନ୍ଦୁଛି ଗାଁ ମାଟି । ଜନ୍ମମାଟିରେ ପହଞ୍ଚିଲା ଶହୀଦ ଓଡ଼ିଆ ଯବାନ ପ୍ରତାପ ରଞ୍ଜନ ପରିଡ଼ାଙ୍କ ପାର୍ଥିବ ଶରୀର । ଶହୀଦ ପ୍ରତାପଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ବିଭିନ୍ନ ଛକ ଓ ରାସ୍ତା ଘାଟରେ ଲୋକଙ୍କ ଭିଡ଼ ଜମିଥିଲା। ମେଘାଳୟରେ ସନ୍ଦେହଜନକ ଭାବେ
Read More...

ସରୁନି ଗୋଲାପୀ ନୋଟ୍ !

ଲୋକଙ୍କ ପାଖୁ ସରୁନି ଗୋଲାପୀ ନୋଟ୍ । ୨୦୦୦ ଟଙ୍କା ବଦଳ କରିବାକୁ ଆଜି ବି ଆରବିଆଇ ଆଗରେ ଲାଗିଛି ଲମ୍ବା ଲାଇନ୍ । ଧାଡିରେ ଛିଡ଼ା ହୋଇଛନ୍ତି, ଦିନ ମଜୁରିଆ,ଖଟିଖିଆ । ଦୁଇ ଦିନ ଛୁଟି ପରେ ଆଜି ବି ପୂର୍ବ ଭଳି ଭୁବନେଶ୍ୱର ଆରବିଆଇ ଆଗରେ ଭିଡ଼ ଦେଖିବାକୁ ମିଳିଛି ।ଗତ କିଛିଦିନ ହେବ ୨୦୦୦
Read More...

ଟୁଟୁଙ୍କୁ ମିଳିଲାନି ଜାମିନ, ଆସନ୍ତା ୮ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି

ବିବାଦୀୟ ସିନେ ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଘୁଞ୍ଚିଲା । ଆସନ୍ତା ୮ ତାରିଖରେ ହେବ ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି । ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ ସଂରକ୍ଷିତ ରଖିଥିଲେ କୋର୍ଟ । ଆସନ୍ତା ୮ ତାରିଖରେ ଏସଡିଜିଏମ କୋର୍ଟରେ ଜାମିନନେଇ ପୁନଃଶୁଣାଣି ହେବାନେଇ ସୂଚନା
Read More...