Monthly Archives

December 2023

ଦ୍ୱିତୀୟ ଦିନରେ ୨୦ ତମ ରାଜ୍ୟ ସ୍ତରୀୟ ତିଲେଶ୍ୱର କପ୍‌, ସମ୍ବଲପୁରକୁ ହରାଇ ସେମିରେ ଖୋର୍ଦ୍ଧା

ହରଭଙ୍ଗା : ହରଭଙ୍ଗା ବ୍ଲକ୍‌ ତିଲେଶ୍ୱର ଲାଲ୍‌ ବାହାଦୁର ବିଦ୍ୟାପୀଠ ଖେଳ ପଡିଆ ଠାରେ ୨୦ ତମ ରାଜ୍ୟସ୍ତରୀୟ ତିଲେଶ୍ୱର କପ୍‌ର ଦ୍ୱିତୀୟ ଦିନ ଖେଳ ଅନୁଷ୍ଠିତ ହୋଇଯାଇଛି । ଦ୍ୱିତୀୟ ଦିନ ରେ ସମ୍ବଲପୁର ମର୍ଣ୍ଣିଙ୍ଗ କ୍ଲବ ସହିତ ଖୋର୍ଦ୍ଧା ରଘୁନାଥ କ୍ଳବ ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ମ୍ୟାଚ…
Read More...

ବିଜୁ ଜନତା ଦଳର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଦଳର ୨୭ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଏକ ମାରାଥନ ଦୌଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ସ୍ଥାନୀୟ ରୋୟାଲ ପଡ଼ିଆଠାରୁ ଆରମ୍ଭ ହୋଇ ବିଜୁ ପଟ୍ଟନାୟକ ଛକ ଯାଏ ଆସିଥିବା ଏହି ମାରାଥନ ଦୌଡ଼କୁ ପୌର ପରିଷଦ ଅଧ୍ୟକ୍ଷା ତାମସୀ…
Read More...

ପାଟଣାଗଡ଼ ବିଜେଡି ପକ୍ଷରୁ ୨୭ତମ ପ୍ରତିଷ୍ଠା ଦିବସ ପାଳିତ

ପାଟଣାଗଡ଼ : ପାଟଣାଗଡ଼ ବିଜେଡି ପକ୍ଷରୁ ୨୭ ତମ ପ୍ରତିଷ୍ଠା ଦିବସ ପାଳିତ ସହ ରକ୍ତଦାନ ଶିବିର ସ୍ଥାନୀୟ ବିଜେଡି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ବିଧାୟକ ତଥା ସରକାରୀ ଉପ ମୁଖ ସଚେତକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜୁବାବୁଙ୍କ ଫଟୋ ଚିତ୍ର ରେ ପ୍ରଦୀପ…
Read More...

ସମୁଦ୍ରରେ ବୁଡି ଯାଉଥିଲେ, ୩ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ : ବେଳାଭୂମିରେ ସ୍ନାନ କରିବା ସମୟରେ ବୁଡିଯାଉଥିବା ତିନିଜଣ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ । ଚୈତନ୍ୟ ଛକ ୯ ନମ୍ବର ସେକ୍ଟରରେ ସ୍ନାନ କରିବା ସମୟରେ ଗଭୀର ସମୁଦ୍ର ଭିତରକୁ ଚାଲିଯାଇଥିଲେ ଝାଡ଼ଖଣ୍ଡରୁ ଆସିଥିବା ତିନିଜଣ ପର୍ଯ୍ୟଟକ । ସେଠାରେ ଉପସ୍ଥିତ ଥିବା ପର୍ଯ୍ୟଟକ ମାନେ…
Read More...

ଆଜିଠୁ ପରିକ୍ରମା ନିମନ୍ତ୍ରଣ: କାର୍ଡ ବାଣ୍ଟିବା ପାଇଁ ବାହାରିଲେ ୩୦ଟି ଦଳ

ପୁରୀ : ଶ୍ରୀଜଗନ୍ନାଥ ସଂସ୍କୃତି, ପରମ୍ପରା ସହ ଯୋଡିହେବ ଭାରତବର୍ଷର କୋଣ ଅନୁକୋଣରେ ଥିବା ଅନେକ ଶକ୍ତିପୀଠ, ଭାରତବର୍ଷର ୪ ଧାମ ଓ ୧୨ଜୌତିଲିଙ୍ଗ । ଏହା ସହ ଓଡିଶାରେ ଥିବା ପାତାଳୀ ଶ୍ରୀକ୍ଷେତ୍ର ଓ ଦାରୁ ଉତ୍ପତ୍ତି ସ୍ଥଳ । ସେଥିପାଇଁ ଆଜି ଠାରୁ ଆରମ୍ଭ ହୋଇଛି ନିମନ୍ତ୍ରଣ ପର୍ବ ।ଆସନ୍ତା…
Read More...

ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର : କୁଷ୍ଠମୁକ୍ତ ଅନ୍ତେବାସୀମାନଙ୍କୁ ସ୍ୱାସ୍ଥ୍ୟ ସଚେତନତା ତଥା ଶୀତ ବସ୍ତ୍ର ପ୍ରଦାନ ଆଜି ଲେପ୍ରା ସୋସାଇଟି ତଥା ସୁବର୍ଣ୍ଣପୁର କୁଷ୍ଠାଶ୍ରମର ଅନ୍ତେବାସୀମାନଙ୍କର ସୋସାଇଟି କାର୍ଯ୍ୟାଳୟ ପରିସରରେ ସକାଳ ନଅଟା ବେଳେ ଏକ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।…
Read More...

ପାଠକ ବହିମନସ୍କ ହୁଅନ୍ତୁ ,୨୮ତମ ଶ୍ରୀକ୍ଷେତ୍ର ପୁସ୍ତକ ମେଳା ଉଦଘାଟିତ

ପୁରୀ: ସମାଜରେ ହିତ, ଏକ ଶୃଙ୍ଖଳିତ ସମାଜ ଓ ସଂସ୍କୃତିମୟ ପରିବାର ପାଇଁ,ସାହିତ୍ୟ ସ୍ୱର ଉଠାଇବା ଆଜିର ଆବଶ୍ୟକତା ବୋଲି କହିଛନ୍ତି ବିଶିଷ୍ଟ ଗୀତିକାର, ପ୍ରାବନ୍ଧିକ, ଗାଳ୍ପିକ ତଥା ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଜିଲ୍ଲା…
Read More...

ବରଗଡ଼ ଧନୁଯାତ୍ରା ଗୋପପୁର ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ

ବରଗଡ : ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ୧୫ ତାରିଖରୁ ଆରମ୍ଭ ହେବ । ଏହି ମହୋତ୍ସବ ସମୟରେ ବରଗଡ଼ ସହର ମଥୁରା ନଗରୀ ପାଲଟୁଥିବାବେଳେ ଅମ୍ବାପାଲି ଗୋପପୁର ହୋଇଥାଏ । ଆଉ ଏହି ଉଭୟ ସହର ମଝିରେ ଥିବା ଜୀରା ନଦୀ ଯମୁନା ପାଲଟି ଥାଏ । ଧନୁଯାତ୍ରା କଥାବସ୍ତୁର କୃଷ୍ଣ ବଳରାମ ଓ…
Read More...

ଚନ୍ଦ୍ରଭାଗା ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନୀ ଆରମ୍ଭ

ପୁରୀ : ବଡଦିନ ଓ ନୂଆବର୍ଷ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନୀ ଆରମ୍ଭ ହୋଇଛି । ବିଶ୍ୱ ଐତିହ୍ୟ କୋଣାର୍କ ଚନ୍ଦ୍ରଭାଗା ବେଳାଭୂମିରେ ବାଲୁକା ଶିଳ୍ପୀ ସରିତା ଗୋଛାୟତଙ୍କ ଦ୍ୱାରା ୭ ଦିନିଆ ବାଲୁକା କଳା ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି । କୋଣାର୍କ ଏନଏସି ଅଧକ୍ଷା…
Read More...

୨୦ ତମ ରାଜ୍ୟ ସ୍ତରୀୟ ତିଲେଶ୍ୱର କପ୍‌ ଉଦଘାଟିତ,୪-୧ଗୋଲରେ ସୋନପୁର ବିଜୟୀ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ ଅନ୍ତର୍ଗତ ଲାଲ୍‌ ବାହାଦୁର ବିଦ୍ୟାପୀଠ ଖେଳ ପଡିଆ ତିଲେଶ୍ୱର୍‌ଠାରେ ବହୁ ପୁରାତନ ୨୦ତମ ରାଜ୍ୟସ୍ତରୀୟ ତିଲେଶ୍ୱର କପ୍‌ ସୋମବାର ଦିନ ମୁଖ୍ୟ ଅତିଥି ବ୍ଲକ୍‌ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନଙ୍କ ଉପସ୍ଥିତିରେ ଉଦଘାଟିତ ହୋଇଯାଇଛି । ଆୟୋଜକ ବଜାର…
Read More...