ସମାଜ କଲ୍ୟାଣ ପାଇଁ ରକ୍ତଦାନ ଶିବିର
ନୂଆଗାଁ : ନୟାଗଡ଼ର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ରୋଟାରୀ କ୍ଲବ ଏବଂ ଛତ୍ରପତି ଶିବାଜୀ କ୍ଲବ ସୋଲପଟାର ମିଳିତ ସହଯୋଗରେ ଏକ ରକ୍ତଦାନ ଶିବିର ଆଜି ସୋଲପଟା ସ୍ଥିତ କମ୍ୟୁନିଟି ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଆନୁଷ୍ଠାନିକ ଭାବେ ରୋଟାରୀ କ୍ଲବର ବରିଷ୍ଠ ସଦସ୍ୟ ତଥା ନୟାଗଡର!-->…
Read More...
Read More...