୩୧ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟ ସଭା ସ୍ଥଗିତ
ନୂଆଦିଲ୍ଲୀ: ରାଜ୍ୟ ସଭାରେ ମଣିପୁର ଘଟଣାକୁ ନେଇ ଆରମ୍ଭ ହୋଇଥିବା ଚର୍ଚ୍ଚା ମଧ୍ୟରେ ସ୍ଲୋଗାନ ଓ ହଙ୍ଗାମା ପରେ ରାଜ୍ୟ ସଭାର କାର୍ଯ୍ୟକୁ ସୋମବାର ଅର୍ଥାତ୍ ୩୧ ଜୁଲାଇ ସକାଳ ୧୧ଟା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।
Read More...
Read More...