ଉତ୍କଳ ଗ୍ରାମ୍ୟବ୍ୟାଙ୍କ ଋଣ ଖିଲାପୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ହେଲା ଘର ସିଲ୍
ଉଲୁଣ୍ଡା: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମୁଖ୍ୟାଳୟ ଠାରେ ଥିବା ବିଦ୍ୟାଧର ମେହେରଙ୍କ ଘରକୁ ଆଜି ବ୍ୟାଙ୍କ କର୍ତ୍ତୃପକ୍ଷ ସିଲ କରିଛନ୍ତି । ଚମ୍ପାପୁର ନିବାସୀ ବିଦ୍ୟଧର ମେହେର ଉତ୍କଳ ଗ୍ରାମ୍ୟବ୍ୟାଙ୍କ ଠାରୁ ୬ଲକ୍ଷ ଟଙ୍କା ଋଣ ନେଇ ପରିଶୋଧ କରି ନପାରିବାରୁ ତାଙ୍କୁ ବ୍ୟାଙ୍କ ତରଫରୁ!-->…
Read More...
Read More...