ମହିଳା ରୋଷେୟାଙ୍କ ବିରୁଦ୍ଧରେ ସଂଗୀନ ଅଭିଯୋଗ ଆଣିଲେ ଅଭିଭାବକ, ଛାତ୍ରଛାତ୍ରୀଙ୍କୁ ମାରିଦେବାକୁ ଦେଉଛନ୍ତି ଧମକ
ଦଶପଲ୍ଲା: ଖାଦ୍ୟରେ ବିଷଦେଇ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଉଛନ୍ତି ମହିଳା ରୋଷେୟା ! ଏଭଳି ଏକ ସଂଗୀନ୍ ଅଭିଯୋଗ କରିଛନ୍ତି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍ ବାଣିଗୋଛା ଥାନା ଆଦିବାସୀ ଅଧ୍ୟୁଷିତ ଦୁଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ କନେଡି ଗ୍ରାମର!-->…
Read More...
Read More...