ତ୍ରିନାଥ ଦେବାୟ ଟ୍ରାଭେଲ ଏଜେଣ୍ଟ ସଂଘ ପକ୍ଷରୁ ଶ୍ରଦ୍ଧାଳୁଙ୍କ ରନ୍ଧା ଖାଦ୍ୟ ବଣ୍ଟନ
ପୁରୀ : ଷ୍ଟେସନ ରୋଡ ସ୍ଥିତ ଶ୍ରୀ ଶ୍ରୀ ତ୍ରିନାଥ ଦେବାୟ ଟ୍ରାଭେଲ ଏଜେଣ୍ଟ ସଂଘ ପକ୍ଷରୁ ପବିତ୍ର ବାହୁଡା ଯାତ୍ରା ଅବସରରେ ଶ୍ରଦ୍ଧାଳୁ ଭକ୍ତ ଓ ତୀର୍ଥଯାତ୍ରୀ ମାନଙ୍କୁ ରନ୍ଧା ଖାଦ୍ୟ ଓ ପାନୀୟ ଜଳ ବଣ୍ଟନ କରାଯାଇଛି ।ପ୍ରାୟ ୨୦ହଜାର ରୁ ଉର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କୁ ସଂଘ ପକ୍ଷରୁ ଏହି ଖାଦ୍ୟ!-->…
Read More...
Read More...