ବାଲିଗୁଡାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଯୋଗଦାନ
ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବରେ ପ୍ରହଲ୍ଲାଦ ଖୋସ୍ଲା ଯୋଗ ଦେଇଛନ୍ତି । କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ନିକଟରେ ଏକ ଛୋଟ ଆଦିବାସୀ ଗାଁ ଡୋଲିଆମ୍ବର ସୁନା ପୁଅ ଶ୍ରୀ ଖୋସ୍ଲା ପ୍ରାଥମିକ ଶିକ୍ଷକ ଭାବରେ ମାଲକାନଗିରି!-->…
Read More...
Read More...