ଶକ୍ତିକାନ୍ତଙ୍କୁ ‘ଗଭର୍ଣ୍ଣର ଅଫ୍ ଦ ଇୟର’ ପୁରସ୍କାର
ନୂଆଦିଲ୍ଲୀ : ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ‘ଗଭର୍ନର ଅଫ୍ ଦ ଇୟର’ ପୁରସ୍କାର ପ୍ରଦାନ କରାଯାଇଛି। ଏହି ସମ୍ମାନ ଲଣ୍ଡନ ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ଦ୍ୱାରା ଦେଶର କେନ୍ଦ୍ରୀୟ ବ୍ୟାଙ୍କର ଗଭର୍ଣ୍ଣରଙ୍କୁ ପ୍ରଦାନ କରାଯାଇଛି। ରିଜର୍ଭ ବ୍ୟାଙ୍କର!-->…
Read More...
Read More...