ବୌଦ୍ଧରେ ଶ୍ରୀଜିଉମାନଙ୍କ ଦେବସ୍ନାନ ଓ ଗଜାନନ ବେଶ
ବୌଦ୍ଧ,୪/୬:- ସ୍ଥାନୀୟ ଶ୍ରୀଶ୍ରୀ ଜଗନ୍ନାଥଙ୍କ ମନ୍ଦିରର ସ୍ନାନମଣ୍ଡପରେ ଆଜି ଶ୍ରୀଜିଉମାନଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଠାକୁରଙ୍କ ସମସ୍ତ ନୀତିକାନ୍ତି ଓ ଭୋଗଲାଗି ହେବାପରେ ବ୍ରାହ୍ମଣ ସମାଜ ତରଫରୁ ବ୍ରାହ୍ମଣମାନେ ଠାକୁରମାନଙ୍କୁ ମନ୍ଦିର ଗମ୍ଭୀରାରୁ ପହଣ୍ଡିରେ ଆଣି ସ୍ନାନ!-->…
Read More...
Read More...