ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରଭିଷେକ ନୀତି
ପୁରୀ : ଜ୍ୟେଷ୍ଠ ଶୁକ୍ଳ ଦଶମୀ ଦିନ ରାଜେନ୍ଦ୍ରଭିଷେକ ନୀତି ପାଳନ କରାଯାଇଥାଏ । ଆଜି ସନ୍ଧ୍ୟାଧୂପ ନୀତି ବଢ଼ିଲା ପରେ ଶ୍ରୀ ମଦନମୋହନ ଆଜ୍ଞା ମାଳ ପାଇ ଭୋଗ ବାଟ ଗଣେଶଙ୍କ ଠାରେ ପଡିଥିବା ଖଟ ଉପରେ ବିଜେ ହେବେ । ଏହାପରେ ଭିତର ଶୋଧ ଜୟ ବିଜୟ ଦ୍ୱାର ବାନ୍ଦ ହୋଇ ଜଗମୋହନକୁ ସମ୍ପୂର୍ଣ୍ଣ!-->…
Read More...
Read More...