ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର:ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଳାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ!-->…
Read More...
Read More...