ଯୌତୁକ ନିର୍ଯାତନା ଅଭିଯୋଗର ମାମଲା ଶୁଣାଣୀ : ସପରିବାର ନିର୍ଦ୍ଦୋଷରେ ଖଲାସ
ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡା ବନ୍ଧସାହି ରେ ଗତ ୨୦୧୪ ମସିହାରେ ଏକ ଯୌତୁକ ନିର୍ଯାତନା ଅଭିଯୋଗରେ ବୋହୂକୁ ପୋଡି ମାରି ଦେଇଥିବା ଅଭିଯୋଗରେ ସପରିବାର ଗିରଫ ହୋଇ ଜେଲ ଯାଇଥିଲେ । ଉକ୍ତ ଘଟଣାରେ ସପରିବାର ନିର୍ଦ୍ଦୋଷରେ ଖଲାସ ହୋଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ଗତ ୨୦୧୪!-->…
Read More...
Read More...