Yearly Archives

2023

୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ମୃତ

ନନ୍ଦାହାଣ୍ଡି,୨୯/୪:- ଗତ ରାତି ନାଟ ଦେଖିବାକୁ ଯାଇଥିବା ଯୁବକଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି । ମୃତକ ବ୍ୟକ୍ତି ଜଣକ ହେଲେ ବି ମାଳିଗୁଡା ଗାଁ ର ତୁଳାରାମ ଭାତ୍ରା ବୟସ ୨୯ ପିତା ରାମଚନ୍ଦ୍ର ଭତ୍ରା ବୋଲି ଜଣାପଡିଛି । ଘଟଣା ଅନୁସାରେ ଗତକାଲି ରାତିରେ ନବରଙ୍ଗପୁର ଜିଲ୍ଲା…
Read More...

ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ

ସୁବର୍ଣ୍ଣପୁର,୨୯/୪ - ଜିଲ୍ଲା ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ଆଜି ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ଉତ୍ସାହ ଉଦ୍ଦିପନା ସହ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ସହରର ଘୋଡାଘାଟପଡା ସ୍ଥିତ ପଶ୍ଚିମ ସୋମନାଥ ମନ୍ଦିର ସମ୍ମୁଖରୁ ଏକ ଶୋଭାଯାତ୍ରାର ଆୟୋଜନ…
Read More...

ଜାଲରେ ପଡିଲା ୬ଫୁଟର ନାଗସାପ

ହରଭଙ୍ଗା,୨୯/୪:- ବୌଦ୍ଧଜିଲ୍ଲା ହରଭଙ୍ଗା ଥାନା ହରଭଙ୍ଗା ଗ୍ରାମର ସୁଦର୍ଶନ ସାହୁଙ୍କ ଘରୁ ଶନିବାର ଦିନ ଏକ ବିରାଟ ଗୋଖର ନାଗସାପ ଉଦ୍ଧାର କରାଯାଇଥିବା ଜଣାପଡିଛି । ସୂଚନା ମତେ ସୁଦର୍ଶନ ସାହୁଙ୍କ ଘର ପଛ ପଟେ ଏକ ଜାଲ ଦିଆଯାଇଥିବା ବେଳେ କୌଣସି ମତେ ଏକ ୬ଫୁଟ ଲମ୍ବର ଗୋଖର ନାଗସାପ ଆସି…
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ

ବୌଦ୍ଧ,୨୯/୪:- ଜିଲ୍ଲା ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ସ୍ଥାନୀୟ ଟାଉନହଲ ଠାରେ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସକାଳେ ଚାଷୀ, କଲେଜ ଛାତ୍ର, ପ୍ରାଣୀ ଚିକିତ୍ସକ ଓ ପ୍ରାଣୀଧନ ନିରୀକ୍ଷକମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା…
Read More...

ପ୍ରାଣୀ ଚିକିତ୍ସକମାନେ ପଶୁମାନଙ୍କର ରୋଗ ସହିତ ସମାଜକୁ ମଧ୍ୟ ଦେଖୁଛନ୍ତି : ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ

ଫୁଲବାଣୀ,୨୯/୪:- ପ୍ରତିବର୍ଷ ଅପ୍ରେଲ ମାସ ୨୯ତାରିଖ ଦିନ ପ୍ରାଣୀ ଚିକିତ୍ସକ ମାନଙ୍କର ସମାଜ ପ୍ରତି ଅବଦାନ, ପ୍ରାଣୀ ଚିକିତ୍ସା ସେବା ନିମନ୍ତେ ବିଶ୍ୱସ୍ତରରେ ନେତୃତ୍ୱ ପ୍ରଦାନ ଏବଂ ସମର୍ଥନ, ଶିକ୍ଷା ଓ ସଚେତନତା ମାଧ୍ୟମରେ ପଶୁ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ଓ ସାର୍ବଜନିନ ସ୍ୱାସ୍ଥ୍ୟକୁ…
Read More...

ମହାନଦୀ ବନ୍ୟପ୍ରାଣୀ ଅଧିକାରୀଙ୍କ କଡା ନିୟମକୁ ଗ୍ରାମବାସୀଙ୍କ ବିରୋଧ : ଶାନ୍ତିପୂର୍ଣ୍ଣ ବୈଠକରେ ସମାଧାନ

ହରଭଙ୍ଗା,୨୯/୪:- ସରକାର ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେବାସହ ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ପ୍ରାଥମିକତା ଦେଇ ଆସୁଥିବାବେଳେ ବନ୍ୟପ୍ରାଣୀ ପାଇଁ ଅଧିକ ସଚେତନ ରହିଛନ୍ତି । ଏପରିକି ବିଭିନ୍ନ ଅଧିକାରୀଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଥିବା ବେଳେ ବିଭାଗ ମଧ୍ୟ ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ…
Read More...

ଅତିରିକ୍ତ ସଚିବ ଗୁହା ପୁନମଙ୍କ ବୌଦ୍ଧଜିଲ୍ଲା ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

ବୌଦ୍ଧ,୨୯/୪:- ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଓରମାସ ଏବଂ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଗୁହା ପୁନମ ତାପସ କୁମାର ତିନିଦିନିଆ ବୌଦ୍ଧଜିଲ୍ଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହିତ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହି ଗସ୍ତ…
Read More...

ଫୁଲବାଣୀ ଓକିଲ ସଙ୍ଘ ପକ୍ଷରୁ ଆଇନଜୀବି ଦିବସ ପାଳିତ

ଫୁଲବାଣୀ: ଓକିଲ ଦିବସ ହେଉଛି ପ୍ରତିବର୍ଷ ଏପ୍ରିଲ ୨୮ ରେ ଭାରତର ଓଡ଼ିଶାରେ ପାଳନ କରାଯାଉଥିବା ଏକ ବୃତ୍ତିଗତ ପାଳନ । ଓଡ଼ିଶା ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ପ୍ରଥମ ଓଡିଆ ଓକିଲ ମଧୁସୂଦନ ଦାସଙ୍କ ଜନ୍ମଦିନକୁ ସ୍ମରଣୀୟ କରିବା ପାଇଁ ଏହା ପ୍ରତିଷ୍ଠା କରାଯାଇଥିଲା ।…
Read More...

ନବରଙ୍ଗପୁରରେ ୧୦୦ ୱାଟ ଏଫ୍‌ଏମ୍‌ ଟ୍ରାନ୍ସମିଟର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

ନବରଙ୍ଗପୁର: ଆଜି ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାରା ଭାରତରେ ୯୧ ଗୋଟି ୧୦୦ ୱାଟ କ୍ଷମତା ବିଶିଷ୍ଟ ଏଫ ଏମ ଟ୍ରାନ୍ସମିଟର ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି । ଏହି ଉଦଘାଟନୀ ଉତ୍ସବରେ ମାନ୍ୟବର ସୂଚନା ଓ ପ୍ରସାରଣ, କ୍ରୀଡା ଓ ଯୁବବିଭାଗ ମନ୍ତ୍ରୀ ଅନୁରାଗ ଠାକୁର…
Read More...

ପାରଳାରେ ଆଇନଜୀବୀ ଦିବସ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ନ୍ୟାୟାଳୟ ପରିସରରେ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ଜୟନ୍ତୀ ବା ଆଇନଜୀବୀ ଦିବସ ପାଳିତ ହୋଇଯାଇଛି । ଓକିଲ ସଂଘ ର ସଭାପତି ସିଦେ୍ଧଶ୍ୱର ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି…
Read More...