Yearly Archives

2023

ଜିଲ୍ଲାସ୍ତରୀୟ ପୌଷ୍ୟସନ୍ତାନ ଗ୍ରହଣ ସଚେତନତା ମାସ ପାଳିତ

ସୁବର୍ଣ୍ଣପୁର : ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଲାସ୍ତରୀୟ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ମାସ ୨୦୨୩ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳ ବିମଳେନ୍ଦୁ ରାୟ ଏହି ଦିବସ ପରିପ୍ରେକ୍ଷୀରେ ଆୟୋଜିତ ସଚେତନତା ରଥକୁ ସବୁଜ ପତାକା
Read More...

ଶେଷ ହେଲା ରତ୍ନଭଣ୍ଡାର ଲେଜର ସ୍କାନିଂ

ପୁରୀ : ଶେଷ ହୋଇଛି ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । ଥ୍ରୀଡି କ୍ୟାମେରା ଜରିଆରେ ରତ୍ନଭଣ୍ଡାରର ଲେଜର ସ୍କାନିଂ ହୋଇଛି । ଏଏସଆଇ ପକ୍ଷରୁ ଏକ ସ୍ୱତନ୍ତ୍ର ଟିମ୍‌ ଗଠନ କରାଯାଇ ଦୁଇଦିନ ଧରି ରତ୍ନଭଣ୍ଡାରର ଲେଜର ସ୍କାନିଂ ହୋଇଥିଲା । ଗତକାଲି ୩୭ଟି ପଏଣ୍ଟରେ ଓ ଆଜି ୧୨ଟି ପଏଣ୍ଟରେ
Read More...

ଟ୍ରେନ୍ ଅଟକାଇ ପ୍ରତିବାଦ

ଧାରଣା ଉପରେ ଛିଡା ହୋଇଥିବା ଟ୍ରେନ୍କୁ ଅଟକାଇ ପ୍ରତିବାଦ କରୁଛନ୍ତି ଲୋକେ । ପଲାସା-କଟକ ପାସେଞ୍ଜର ଟ୍ରେନକୁ ଅଟକାଇଛନ୍ତି ଲୋକେ । ଅଧଘଣ୍ଟାରୁ ଅଧିକ ସମୟ ଧରି ଟ୍ରେନ୍ ଅଟକି ରହିଛି । ଖୋର୍ଦ୍ଧା ତାପଙ୍ଗ ଷ୍ଟେସନରେ ରେଳ ଅଟକାଇ ପ୍ରତିବାଦ କରୁଛନ୍ତି ସ୍ଥାନୀୟ ଲୋକେ। ପ୍ରତ୍ୟକ ଦିନ ନିୟମିତ
Read More...

ଟନେଲରୁ ବାହାରିବାପରେ ୧୭ ଦିନର ଲୋମଟାଙ୍କୁରା ଅନୁଭୂତି ବଖାଣିଲେ ଓଡ଼ିଆ ଶ୍ରମିକ

୧୭ ଦିନର ଅହୋରାତ୍ର ସଂଗ୍ରାମ ପରେ ଶେଷରେ ଅସମ୍ଭବ ସମ୍ଭବରେ ପରିଣତ ହୋଇଛି । ଟନେଲର ଅନ୍ଧକାରରୁ ବାହାରି ଆଲୋକ ଦେଖିଛନ୍ତି ୪୧ ଜଣ ଶ୍ରମିକ। ଉତ୍ତରାଖଣ୍ଡର ଉତ୍ତରକାଶୀର ଟନେଲ ଭିତରେ ଫସି ରହିଥିବା ସମସ୍ତ ୪୧ ଶ୍ରମିକଙ୍କୁ ଗତକାଲି ରାତିରେ ସୁରକ୍ଷିତ ଭାବେ ଉଦ୍ଧାର କରାଯିବା ପରେ ସମଗ୍ର
Read More...

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି

ପୁରୀ : ଆଜି ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫.୦୦ ଟା ରୁ ରାତ୍ର୯.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି
Read More...

ଆଦିବାସୀ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ ଓ ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ବାଲିଗୁଡ଼ା : ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ସାମାଜିକ କାର୍ଯ୍ୟକ୍ରମ ସ୍ୱରୂପ ମହାବିଦ୍ୟାଳୟ ପରିସର ସଫେଇ କରି ଛାତ୍ରଛାତ୍ରୀ ସ୍ୱଚ୍ଛତା ହିଁ ସୁନ୍ଦର ବାର୍ତ୍ତା ପ୍ରଦାନ କରିଥିଲେ ।
Read More...

ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଚାଳକ ଗୁରୁତର

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କୋଟଗଡ଼ କଲୋନୀ ସାହି ନିକଟରେ ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା । ଫଳରେ ଦୁଇ ମୋଟରସାଇକେଲ ଚାଳକ ଗୁରୁତର ଆହତ । ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟ ଉଦ୍ଧାର । ଘଟଣା ପ୍ରକାରେ ଆଜି ସକାଳ ପ୍ରାୟ ୧୦.୩୦ ମିନିଟ୍‌ ସମୟରେ କୋଟଗଡ଼ କଲୋନୀ ସାହିର ଭିମ ନାୟକଙ୍କ
Read More...

ବୌଦ୍ଧ ବ୍ଲକରେ ସୁନେତ୍ର କାର୍ଯ୍ୟକ୍ରମ

ବୌଦ୍ଧ : ଚଳିତ ୨୦୨୩-୨୪ ଶିକ୍ଷା ବର୍ଷରେ ଜିଲ୍ଲା ଶିକ୍ଷା ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗଙ୍କ ମିଳିତ ସହଯୋଗରେ ବୌଦ୍ଧ ବ୍ଲକରେ ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଠାରେ ବିଦ୍ୟାଳୟ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ସୁନେତ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୦୭ ଜଣ ଛାତ୍ରଛାତ୍ରୀଙ୍କ ଚକ୍ଷୁ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚୁଆଲ ମାଧ୍ୟମରେ ଆମ ଗାଁ ବ୍ୟାଙ୍କ ଉଦ୍‌ଘାଟିତ

ନୂଆଗାଁ : ନୟାଗଡ ଜିଲ୍ଲା (ନୂଆଗାଁ ) ବ୍ଲକ ମଧ୍ୟରେ ୨ଟି ପଂଚାୟତ ମଧ୍ୟରେ ଆଜି ଭର୍ଚୁଆଲ ମାଧ୍ୟମରେ ଆମ ଗାଁ ବ୍ୟାଙ୍କ ସେବା ଶୁଭ ଉଦଘାଟନ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪୩୦୦ରୁ ଊର୍ଦ୍ଧ୍ୱ ବ୍ୟାଙ୍କ ନଥିବା ଗ୍ରାମ ପଞ୍ଚାୟତରେ ସିଏସ୍‌ପି ପ୍ଲସ୍‌ ଶାଖାର ଉଦଘାଟନ
Read More...

ଜିଲ୍ଲା ପ୍ରଶାସନ ପକ୍ଷରୁ ଦଶରଥପୁର ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର: ଆଜି ପୂର୍ବାହ୍ନରେ ଦଶରଥପୁର ବ୍ଳକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଅଶୋକ କୁମାର
Read More...